Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ଘଟଗାଁ ମା ତାରିଣୀଙ୍କୁ ଦର୍ଶନ କଲେ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଷ ବାଘେଲ

31/12/2019 at 3:38 PM

ଘଟଗାଁ ୩୧।୧୨:  କେନ୍ଦୁଝର ଜିଲ୍ଲା ଘଟଗାଁ ତାରିଣୀ ମନ୍ଦିରରେ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଷ ବାଘେଲ ।ମଙ୍ଗଳବାର ଦିନ ଛତିଶଗଡ ମୁଖ୍ୟମନ୍ତ୍ରୀ ଘଟଗାଁ ତାରିଣୀ ମନ୍ଦିର ଆସି ମାଆଙ୍କୁ ଦର୍ଶନ କରିଛନ୍ତି  । ଛତିଶଗଡରେ ସରକାର  କିଭଳି ଠିକଠାକ ଚାଲିବ ଏବଂ ସବୁ ବାଧାବିଘ୍ନକୁ ଏଡାଇ ବିନା ବିବାଦରେ ବର୍ଷ ୨୦୨୦ କଟିବ ସେ ନେଇ ମାଆଙ୍କ ଠାରୁ ଆଶୀର୍ବାଦ ନେଇଛନ୍ତି ଛତିଶଗଡ ମୁଖ୍ୟମନ୍ତ୍ରୀ ।

ମାଆଙ୍କ ଦର୍ଶନ ସାରି ବାଘେଲ କହିଛନ୍ତି ତାରିଣୀ ଦର୍ଶନ କରି ନୂଆ ବର୍ଷ ଆରମ୍ଭ କରିବି । ବାଘେଲ ଘଟଗାଁରେ ପହଞ୍ଚିବା ପରେ ତାଙ୍କୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ,କେନ୍ଦୁଝର ଜିଲ୍ଲପାଳ ଓ ଏସପି ସ୍ବାଗତ କରିଥିଲେ । ନିରଞ୍ଜନଙ୍କ ସହିତ ଦଳର ବହୁ ବଡନେତା ମଧ୍ୟ ବାଘେଲଙ୍କୁ ସ୍ବାଗତ ପାଇଁ ଉପସ୍ଥିତ ଥିଲେ ।

   Related Posts