Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ

7/12/2021 at 2:03 PM

ଭୁବନେଶ୍ବର ୭।୧୨: ଆସନ୍ତା ୧୦ ତାରିଖରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ । ମମିତା ମେହେର ମାମଲାରେ ନ୍ୟାୟ ଦାବି କରି ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ । ମମିତା ମେହେର ଘଟଣାରେ ଯେପର୍ଯ୍ୟନ୍ତ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବହିଷ୍କାର ହୋଇନାହାନ୍ତି ସେ ପର୍ଯ୍ୟନ୍ତ ଆନ୍ଦୋଳନ ହେବ । ପୂର୍ବରୁ ନବୀନ ନିବାସ ଘେରାଉ କରିଥିଲା ଦଳ । ଏବେ ବିଧାନସଭା ଘେରାଉ କରିବ ।  ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ବାରା ତଦନ୍ତ ନୁହେଁ ଉଚ୍ଚନ୍ୟାୟାଳୟ ତତ୍ତ୍ବାବଧାନରେ ଏସଆଇଟି ତଦନ୍ତ ହେଉ ବୋଲି ଛାତ୍ର କଂଗ୍ରେସ ସଭାପତି ୟାଶୀର ନୱାଜ କହିଛନ୍ତି ।

   Related Posts