Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଛତିଶଗଡରେ ପୋଲିସ-ମାଓ ଗୁଳିବିନିମୟ, ଆଇଡି ବ୍ଲାଷ୍ଟ ସହ ଗାଡି ପୋଡିଦେଲେ ମାଓବାଦୀ

3/07/2021 at 1:31 PM

ମାଲାକାନଗିରି ୩/୭ : ଛତିଶଗଡରେ ପୋଲିସ-ମାଓବାଦୀ ଗୁଳିବିନିମୟ । ମାଲକାନଗିରି ଛତିଶଗଡ ସୀମାନ୍ତ ନାରାୟଣପୁର ଜିଲ୍ଲାରେ ପୁଣି ଦେଖିବାକୁ ମିଳିଛି ମାଓ ହିଂସା । ନାରାୟଣପୁର ଜିଲ୍ଲାର ଆମଦାଇ ଖଣି ନିକଟସ୍ଥ ପ୍ଲାଣ୍ଟରେ ନିୟୋଜିତ ଥିବା ୬ଟି ଗାଡିକୁ ପୋଡିବା ସହ ଆଇ.ଇ.ଡି ମଧ୍ୟ ବ୍ଲାଷ୍ଟ କରିଛନ୍ତି ମାଓବାଦୀ ।

ବିସ୍ଫୋରଣରେ ନିକୋପ୍ଲାଣ୍ଟର ୨ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଟୁର ଅପରେଟରଙ୍କୁ ଉଠାଇ ନେଇଛନ୍ତି ମାଓବାଦୀ । ଖବର ପାଇ ଘଟଣା ସ୍ଥଳରେ ସୁରକ୍ଷା କର୍ମୀ ପହଞ୍ଚି ଥିବା ବେଳେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି।

   Related Posts