Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ
  • ||
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||

ଛୁରା ମାଡ଼ରେ ଜଣକ ମୃତ୍ୟୁ

14/07/2020 at 7:27 PM

ଖୋର୍ଦ୍ଧା୧୪/୭: ଛୁରା ମାଡ଼ରେ ଜଣେ ମୃତ। ଖୋର୍ଦ୍ଧା ପାଢ଼ୀ ବାର୍ ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଏହି ବାର୍‌ ନିକଟରେ ଅଜୁ ବାରିକ ନାମକ ଜଣେ ବ୍ୟକ୍ତିଙ୍କୁ ଛୁରା ମାଡ଼ କରାଯାଇଥିଲା। ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ହୋଇଯାଇଛି। ମୃତକ ଅଜୁ ବାରିକଙ୍କ ଘର ଉପର ସାହିର ବୋଲି ଜଣାପଡିଛି। ପୂର୍ବ ଶୁତ୍ରୁତାକୁ କେନ୍ଦ୍ର କରି ଏଭଳି ଘଟିଥାଇ ପାରେ ବୋଲି ପୋଲିସ୍ ସନ୍ଦେହ କରୁଛି। ବର୍ତ୍ତମାନ ପୋଲିସ୍ ଘଟଣାରେ ପହଁଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଜାରି ରଖିଛି। ଖୋର୍ଦ୍ଧା ଆଦର୍ଶ ଥାନାର ପୋଲିସ୍ ଏହି ଘଟଣାର ତଦନ୍ତ କରୁଛି।  

   Related Posts