Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଗାଁରେ ହାଡଫୁଟି ଆତଙ୍କ: ଝଡାଫୁଙ୍କାରେ ଚାଲିଛି ଚିକିତ୍ସା

3/02/2020 at 5:48 PM

ନବରଙ୍ଗପୁର୩/୧: ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ଗାଦବାକତରା ଗାଁରେ ହାଡଫୁଟି ଆତଙ୍କ । ଗାଁରେ ୧୫ରୁ ଅଧିକ ଲେ।କ ହାଡଫୁଟିରେ ଆକ୍ରାନ୍ତ ।

୩ମାସ ତଳେ ଗାଁରେ ଏହି ରେ।ଗ ଆରମ୍ଭ ହେ।ଇଥିଲା। ଏ ବାବଦରେ ସ୍ବାସ୍ଥ୍ୟ କର୍ମୀଙ୍କୁ ଜଣାଇଲେ ମଧ୍ୟ  ଗାଁକୁ କୌଣସି ସ୍ବାସ୍ଥ୍ୟକର୍ମୀ ଆସିଲେନି । ବାଧ୍ୟ ହେ।ଇ ଦେଶୀ ଚିକିତ୍ସା କରିବା ସହିତ ଝଡାଫୁଙ୍କା କରୁଛନ୍ତି ଗ୍ରାମବାସୀ । ଧିରେ ଧିରେ  ଏହା ବ୍ୟାପୁଥିବା ବେଳେ ଅନ୍ୟ ଗାଁକୁ ବ୍ୟାପିବାର ସମ୍ଭାବନା ଦେଖାଦେଇଛି ।

ଅନ୍ୟପଟେ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ତରଫରୁ ଏକ ଟିମ୍ ଯାଇ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିବା କହିଛନ୍ତି । ଏଥି ସହ ହାଡଫୁଟି  ଏକ ବାୟୁ ଜନିତ ସଂକ୍ରାମକ ରୋଗ ହୋଇଥିବାରୁ ଝଡାଫୁଙ୍କା ଓ ଗୁଣିଆଠୁ ଦୂରରେ ରହିବା ପାଇଁ ପରାମର୍ଶ ଦିଆଯାଇଛି ।

   Related Posts