Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||

ଚିଦାମ୍ବରମଙ୍କର ଏହି ଦେଶମାନଙ୍କରେ ରହିଛି ସମ୍ପତ୍ତି , ଅଦାଲତରେ ଇଡି ଦେଲା ତଥ୍ୟ

27/08/2019 at 8:24 PM

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଅର୍ଥମନ୍ତ୍ରୀ ପି ଚିଦାମ୍ବରମଙ୍କ ସହ ତାଙ୍କ ସହ ଅଭିଯୁକ୍ତମାନଙ୍କର ଅନେକ ଦେଶରେ ସମ୍ପତ୍ତି ରହିଛି । ପ୍ରବର୍ତ୍ତନ ନିର୍ଦେଶାଳୟ ବା ଇଡି ପକ୍ଷରୁ ସୁପ୍ରିମକୋର୍ଟରେ ଏହି ତଥ୍ୟ ଦିଆଯାଇଛି । ଆଇଏନଏକ୍ସ ମିଡିଆ ଦୁର୍ନୀତି ମାମଲାରେ ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡ଼ି) ସୋମବାରରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଚିଦମ୍ବରମଙ୍କ ନାମରେ ପ୍ରମାଣ ନଷ୍ଟ କରିବାର ଅଭିଯୋଗ କରିଥିଲା। ଏହା ସହିତ ଇଡି ପକ୍ଷରୁ କୁହାଯାଇଥିଲା ଚିଦାମ୍ବରମଙ୍କର ଆର୍ଜେଣ୍ଟିନା,ଫ୍ରାନ୍ସ, ସ୍ପେନ, ଶ୍ରୀଲଙ୍କା ସମେତ ୧୨ଟି ଦେଶରେ ଚିଦମ୍ବରମଙ୍କ ସମ୍ପତ୍ତି ଅଛି।
ଚିଦମ୍ବରମ ଏବଂ ଅନ୍ୟ କେତେକ ଅଭିଯୁକ୍ତଙ୍କ ସମ୍ପତ୍ତି ଆର୍ଜେଣ୍ଟିନା, ଅଷ୍ଟ୍ରିଆ, ବ୍ରିଟେନ, ଆଇସଲ୍ୟାଣ୍ଡ, ଫ୍ରାନ୍ସ, ଗ୍ରୀସ, ମାଲେସିଆ, ମୋନାକୋ, ପିଲିଫିନ୍ସ, ସିଂଗାପୁର, ଦକ୍ଷିଣ ଆଫ୍ରିକା, ସ୍ପେନ, ଶ୍ରୀଲଙ୍କାରେ ଭଳି ଦେଶରେ ଅଛି ବୋଲି ପ୍ରବର୍ତ୍ତନ ନିର୍ଦେଶାଳୟ ପକ୍ଷରୁ କୁହାଯାଇଛି । ପ୍ରବର୍ତ୍ତନ ନିର୍ଦେଶାଳୟରୁ ଏ ନେଇ ସୁପ୍ରମି କୋର୍ଟରେ ଏକ ସତ୍ୟପାଠ ଦାଖଲ କରାଯାଇଛି।
ଚିଦାମ୍ବରମ ଓ ତାଙ୍କର ସହୋଯଗୀ ବେଦଶରେ ଥିବା ସମ୍ପତ୍ତିକୁ ବିକ୍ରି କରିବା ସହ ପ୍ରମାଣ ନଷ୍ଟ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦେଶାଳୟ ପକ୍ଷରୁ ଅଭିଯୋଗ କରାଯାଇଛି ।

   Related Posts