ଛତିଶଗଡ-ଓଡିଶା ମଧ୍ୟରେ ଟ୍ରେନ୍‌ ଚଳାଚଳ ବାତିଲ ପାଇଁ କେନ୍ଦ୍ର ଗୃହ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ

Published By : Prameya-News7 Bureau | April 16, 2021 IST

ଭୁବନେଶ୍ବର ୧୬/୦୪ : ଛତିଶଗଡ ଏବଂ ଓଡିଶା ମଧ୍ୟରେ ଚଳାଚଳ କରୁଥିବା ଟ୍ରେନ୍‌ ବାତିଲ ପାଇଁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ । ପଡୋଶୀ ଛତିଶଗଡ ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପକ ମାତ୍ରାରେ ବୃଦ୍ଧି ପାଉଥିବାରୁ ଟ୍ରେନ୍ ଚଳାଚଳ ବାତିଲ ପାଇଁ କେନ୍ଦ୍ର ଗୃହ ସଚିବଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ । ଛତିଶଗଡ-ଓଡିଶା ମଧ୍ୟରେ ଅତିକମରେ ୧୫ ଦିନ ଟ୍ରେନ୍ ବାତିଲ ପାଇଁ ଚିଠି ମାଧ୍ୟମରେ ଅନୁରୋଧ କରିଛନ୍ତି ମୁଖ୍ୟ ଶାସନ ସଚିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.