Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||
  • ସୋର : ଖେଳୁଥିବା ବେଳେ ୩ବର୍ଷର ଶିଶୁ ଉପରେ ମାଡିଗଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ
  • ||
  • ନୂଆଦିଲ୍ଲୀ : ଭାରତ ପୁଣି ବଢାଇଲା ସହଯୋଗର ହାତ, ବାହାରିନ୍‌ ଓ ଶ୍ରୀଲଙ୍କାକୁ ପଠାଇଲା କୋଭିସିଲ୍ଡ ଟିକା
  • ||
  • କେମ୍ରୁନରେ ଗ୍ୟାସ ବୋଝେଇ ଟ୍ରକ ସହ ଧକ୍କା ପରେ ଜଳିଗଲା ବସ୍ : ୫୩ ମୃତ, ୨୯ ଗୁରୁତର
  • ||
  • ଶେଷ ହେବ କୃଷକ ଆନ୍ଦୋଳନ ! ସଙ୍ଗଠନରେ ଫାଟ, ଯୋଗେନ୍ଦ୍ର ଯାଦବ ଓ ଟିକୈତଙ୍କ ସମେତ ୩୭ ଚାଷୀଙ୍କ ଉପରେ ପଡିବ ଚଡକ
  • ||
  • ଖଲ୍ଲିକୋଟ : ଫାଟିଗଲା କାର୍ ଚକା, ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ; ଜଣେ ମୃତ, ୨ ଆହତ
  • ||
  • ବୌଦ୍ଧ : ହାଇଓ୍ୱାକୁ ପଛ ପଟୁ ପିଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ
  • ||
  • ଫେବୃଆରୀ ପାଇଁ କୋଭିଡ୍ ଗାଇଡ୍ଲାଇନ୍: ଏବେ ସିନେମା ହଲ୍ରେ ବସି ପାରିବେ ୫୦%ରୁ ଅଧିକ ଦର୍ଶକ, ସଭିଙ୍କ ପାଇଁ ଖୋଲିଲା ସ୍ଵିମିଂ ପୁଲ୍
  • ||

୨୦୧୯ ଜାନୁଆରୀ ୪ ତାରିଖରେ ପ୍ରକାଶ ପାଇବ ଭୋଟର ତାଲିକା : ରାଜ୍ୟ ମୁଖ୍ୟ ନିର୍ଵାଚକ ଅଧିକାରୀ

31/07/2018 at 12:58 PM

ଆଗାମୀ ସାଧାରଣ ନିର୍ବାଚନ ବେଳେ ଓଡିଶାରେ ପ୍ରଥମ କରି ଭିଭିପାଟ ବ୍ୟବହାର ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି | ସେହିଭଳି ସେପ୍ଟେମ୍ବର ୧ ତାରିଖ ସୁଦ୍ଧା ଚୂଡାନ୍ତ ଭୋଟର ତାଲିକାର ଚିଠା ପ୍ରସ୍ତୁତ ହେବ ବୋଲି କୁହାଯାଇଛି | ୨୦୧୯ ମସିହା ଜାନୁଆରୀ ୪ ତାରିଖରେ ଭୋଟର ତାଲିକା ପ୍ରକାଶ ପାଇବ | ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆଜି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି |

   Related Posts