Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||

ଭିଜିଲାନ୍ସ ଜାଲରେ ବ୍ୟାସନଗର ପୌର ପରିଷଦ ମୁଖ୍ୟ ଯନ୍ତ୍ରୀ

21/08/2019 at 4:11 PM

ଯାଜପୁର ୨୧।୮:  ଭିଜିଲାନ୍ସ ଜାଲରେ ବ୍ୟାସନଗର ପୌର ପରିଷଦର ମୁଖ୍ୟଯନ୍ତ୍ରୀ ପ୍ରହଲ୍ଲାଦ ମହାପାତ୍ର । ବିଲ୍ କରାଇଦେବାକୁ ଜଣେ ଠିକାଦାରଙ୍କଠାରୁ ୩୮୦୦୦ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ମୁଖ୍ୟଯନ୍ତ୍ରୀ ।

ମୁଖ୍ୟଯନ୍ତ୍ରୀ ଅଭିଯୋଗକାରୀ ଠିକାଦାର ହେଲେ କୋପଣ୍ଡ ଅଞ୍ଚଳର ସନ୍ତୋଷ କୁମାର ରାଉତ । ଭିଜିଲାନ୍ସ ଟିମ୍ ପ୍ରହଲ୍ଲାଦକୁ ପୌର ପରିଷଦ କାର୍ଯ୍ୟାଳୟରେ ଚଢାଉ କରି ପ୍ରହଲ୍ଲାଦଙ୍କୁ ନେଇଯାଇଛନ୍ତି ।

   Related Posts