Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

ସୁପ୍ରିମକୋର୍ଟରେ ବିଚାରପତି ସଂଖ୍ୟା ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚିଫ୍ ଜଷ୍ଟିସ୍

22/06/2019 at 1:36 PM

ନୂଆଦିଲ୍ଲୀ ୨୨|୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତିଙ୍କ ଚିଠି । ଦେଶର ସର୍ବୋଚ୍ଚ ନ୍ୟାୟାଳୟରେ ବିଚାରପତି ସଂଖ୍ୟା ବୃଦ୍ଧି କରିବାକୁ ଚିଠିରେ ଲେଖିଲେ ଜଷ୍ଟିସ ରଞ୍ଜନ ଗୋଗୋଇ । ସୁପ୍ରିମକୋର୍ଟ ସମେତ ଦେଶର ତମାମ କୋର୍ଟ ଗୁଡିକରେ ପ୍ରାୟ ୪୩ ଲକ୍ଷ ମାମଲା ପଡିରହିଛି । ଏଗୁଡିକର ଶୁଣାଣି କରିବା ପାଇଁ ବିଚାରପତିଙ୍କ ଅଭାବ ରହିଥିବା ଦର୍ଶାଇଛନ୍ତି ମୁଖ୍ୟ ବିଚାରପତି ।

ପ୍ରଧାନମନ୍ତ୍ରୀଙ୍କୁ ଦୁଇଟି ଚିଠି ଲେଖି ସମ୍ବିଧାନ ସଂଶୋଧନ କରିବାକୁ ଅନୁରୋଧ କରିଛନ୍ତି ମୁଖ୍ୟ ବିଚାରପତି । ସୁପ୍ରିମକୋର୍ଟରେ ବିଚାରପତିଙ୍କ ସଂଖ୍ୟା ବୃଦ୍ଧି କରିବା ସହ ଦେଶର ହାଇକୋର୍ଟ ଗୁଡିକରେ ବିଚାରପତିଙ୍କ ଅବସର ବୟସସୀମା ବୃଦ୍ଧି କରିବାକୁ ମଧ୍ୟ ସୁପାରିଶ କରିଛନ୍ତି ଜଷ୍ଟିସ ରଞ୍ଜନ ଗୋଗୋଇ ।

   Related Posts