Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁନିଗୁଡା : ମାଲବାହୀ ଟ୍ରେନ୍‌ର ୪ଟି ବଗି ଲାଇନଚ୍ୟୁତ, ରାୟଗଡା-ଟିଟିଲାଗଡ ମଧ୍ୟରେ ରେଳ ଚଳାଚଳ ବାଧାପ୍ରାପ୍ତ
  • ||
  • ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ପ୍ରତାପ ଦେବଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦେଲା ବିଜେଡି
  • ||
  • କୋରାପୁଟ : ଘାଟିରେ ସିରିଜ୍ ଦୁର୍ଘଟଣା, ତେଲ ଟ୍ୟାଙ୍କରକୁ ପିଟିଲା ଟ୍ରକ୍, ବ୍ରେକ୍ ଫେଲ୍ ହେବାରୁ ଟ୍ରକ୍କୁ ଧକ୍କାଦେଲା ପିକଅପ୍ ଭ୍ୟାନ୍
  • ||
  • ରାଉରକେଲା : ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ଶନିବାର ରାତିରୁ ଥିଲେ ନିଖୋଜ, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଗତସିଂହପୁର : ବ୍ୟାଙ୍କ୍ ଲୁଟ୍ ଉଦ୍ୟମ ପଣ୍ଡ, ଆଲମିରାରେ ନିଆଁ ଲାଗି ପୋଡିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||
  • ସୋର : ଖେଳୁଥିବା ବେଳେ ୩ବର୍ଷର ଶିଶୁ ଉପରେ ମାଡିଗଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ
  • ||
  • ନୂଆଦିଲ୍ଲୀ : ଭାରତ ପୁଣି ବଢାଇଲା ସହଯୋଗର ହାତ, ବାହାରିନ୍‌ ଓ ଶ୍ରୀଲଙ୍କାକୁ ପଠାଇଲା କୋଭିସିଲ୍ଡ ଟିକା
  • ||

ରାଜ୍ୟର ଏହି ୫ଟି ବନ୍ୟା ପ୍ରଭାବିତ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ଘୋଷଣା କଲେ

13/08/2019 at 8:56 PM

ଭୁବନେଶ୍ବର୧୩|୮; ବନ୍ୟା ପ୍ରଭାବିତ ୫ଟି ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରିଲିଫ ଘୋଷଣା କରିଛନ୍ତି । ବନ୍ୟା ପ୍ରଭାବିତ ଏହି ୫ଟି ଜିଲ୍ଲା ହେଲା- ବଲାଙ୍ଗିର, କଳାହାଣ୍ଡି, ବୌଦ୍ଧ, କନ୍ଦମାଳ ଏବଂ ସୋନପୁର ।

ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ବନ୍ୟା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିବା ସହ ଉପରୋକ୍ତ ୫ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ କଥା ହୋଇଥିଲେ । ସୂଚନା ଯୋଗ୍ୟ ଯେ, ଲଗାଣ ବର୍ଷା ଫଳରେ ଏହି ଜିଲ୍ଲାରେ ବନ୍ୟା ପରିସ୍ଥିତି ଉପୁଜିଛି । ବହୁ ଅଞ୍ଚଳ ବାହ୍ୟ ଜଗତରୁ ବିଛିନ୍ନ ହୋଇପଡିଛି ।

ରିଲିଫ କୋଡ ଅନୁସାରେ ଏହି ସବୁ ଜିଲ୍ଲାର ବନ୍ୟା ପ୍ରଭାବିତଙ୍କୁ ୭ ଦିନ ପାଇଁ ରିଲିଫ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ରିଲିଫ କୋଡ ଅନୁସାରେ ବନ୍ୟା ପ୍ରଭାବିତ ପ୍ରତ୍ୟେକ ପ୍ରାପ୍ତ ବୟସ୍କଙ୍କୁ ୬୦ଟଙ୍କା ଏବଂ ଛୋଟ ପିଲାଙ୍କୁ ଦୈନକୁ ୪୫ଟଙ୍କା ରିଲିଫ ପ୍ରଦାନ କରାଯିବ ।

   Related Posts