Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ବ୍ଲକ୍ କାର୍ଯ୍ୟାଳୟରେ ପସି ଟେଣ୍ଡରଧାରୀଙ୍କ ଡିଡି ଚିରିବା ଘଟଣା, ଯୁବ ନେତା କରୁଣା ସାଗର ଖଟୁଆ ଗିରଫ
  • ||
  • କରଞ୍ଜିଆ : ନିଆଁ ଲାଗି ଫାଟିଗଲା ଗ୍ୟାସ୍ ସିଲିଣ୍ଡର, ଅଳ୍ପକେ ବର୍ତ୍ତିଲା ପୁରା ପରିବାର
  • ||
  • ଟାଙ୍ଗୀ : ଜୁଆ ଆଡ୍ଡା ଉପରେ ପୋଲିସର ଚଢାଉ, ୮ ଜୁଆଡି ଗିରଫ
  • ||
  • ଭୁବନେଶ୍ବର : ୧୯ ଜିଲ୍ଲା ପାଇଁ ବଜ୍ରପାତ ସତର୍କ ସୂଚନା ଜାରି
  • ||
  • ଭୁବନେଶ୍ବର : ଟୋକିଓ ଅଲିମ୍ପିକ୍ସ : ଓଡିଆ ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କୁ ପୁରୁଷ ହକି ଦଳର ଉପଅଧିନାୟକ ଦାୟିତ୍ବ
  • ||
  • ଗଞ୍ଜାମ : ଟିକା ପ୍ରମାଣପତ୍ର ଲଗାଇବେ ଦୋକାନୀ, ନଚେତ ଖୋଲିପାରିବେନି ଦୋକାନ
  • ||
  • ଭୁବନେଶ୍ବର : ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ- ରାଜ୍ୟ ନିର୍ବାଚନ କମିଶନ ସଚିବ
  • ||
  • ପୁରୀ : ଯୁବଶିଳ୍ପୀଙ୍କ କମାଲ୍, ଆଇସକ୍ରିମ୍ କାଠିରେ ନିର୍ମାଣ କଲେ ମହାପ୍ରଭୁଙ୍କ ଗଜାନନ ବେଶ
  • ||
  • ତେଲକୋଇ : ଦନ୍ତାହାତୀ ଉପଦ୍ରବ, ଗାଁରେ ପସି ଭାଙ୍ଗିଲା ଘର, ଟେକି ନେଲା ଚାଉଳ ବସ୍ତା
  • ||
  • ଖୋର୍ଦ୍ଧା : ଗୋରୁ ଭର୍ତ୍ତି କଣ୍ଟେନର ଜବତ, ୨୦ରୁ ଅଧିକ ଗୋରୁ ଉଦ୍ଧାର, ଜଣେ ଗିରଫ
  • ||

କରୋନା ସଂପର୍କିତ ତାଜା ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ…

22/07/2020 at 6:54 PM

ଭୁବନେଶ୍ବର୨୨/୭: କରୋନା ମୁକାବିଲା ନେଇ ରାଜ୍ୟ ସରକାର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ଅସୀତ ତ୍ରୀପାଠୀ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି। କରୋନା ମୁକାବିଲା ନେଇ କେତେ ଟଙ୍କା ଖର୍ଚ୍ଚ ହୋଇଛି,  ତାହାର ବିବରଣୀ ଦେଇଛନ୍ତି। ରାଜ୍ୟରେ ୧୩ ହଜାର ୭ ଶହ ୯୬ଟି କ୍ବାରେଣ୍ଟାଇନ୍ ସେଣ୍ଟର ତିଆରି ହୋଇଛି। ସେଥିରେ ୬ ଲକ୍ଷ ୧୭ ହଜାର ୯୦ ବେଡ୍ ରହିଛି। ଓଡ଼ିଶାରେ ୩୫ଟି କୋଭିଡ୍ ହସ୍ପିଟାଲ ପ୍ରତିଷ୍ଠା ହୋଇଛି। ବର୍ତ୍ତମାନ ସୁଦ୍ଧା ବିଧାୟକଙ୍କ ପାଣ୍ଠିରୁ ୭୩ କୋଟି ଟଙ୍କା ଖର୍ଚ୍ଚ ହୋଇ ସାରିଛି।  ଦୁର୍ବଳ ଶ୍ରେଣୀର ପ୍ରବାସୀଙ୍କ ପାଇଁ ନିଯୁକ୍ତି ସୃଷ୍ଟି କରାଯିବ। ବର୍ତ୍ତମାନ ସୁଦ୍ଧା ସରକାରଙ୍କ ୫୫ ପ୍ରତିଶତ ସର୍ଭିସ୍‌ ଅନଲାଇନ୍ ହୋଇସାରିଛି। ରାଉରକେଲାରେ ଆରମ୍ଭ ହେବ ପ୍ଳାଜମା ଥେରାପି। । ରାଜ୍ୟର ୮ ଲକ୍ଷ ୫୦ ହଜାର ଲୋକ କ୍ବାରେଣ୍ଟାଇନ୍ ସାରି ଫେରିଛନ୍ତି। ଶୁଣନ୍ତୁ ଆଉ କଣ କହୁଛନ୍ତି..

   Related Posts