Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଦିନିକିଆ ଗଜପତି ଗସ୍ତରେ ମୁଖ୍ୟ ଶାସନ ସଚିବ, ଛେଳିଗଡ ଜଳ ସେଚନ ପ୍ରକଳ୍ପର କଲେ ସମୀକ୍ଷା

11/09/2021 at 5:34 PM

ମୋହନା ୧୧।୯: ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ଆସି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଐତିହାସିକ ମହେନ୍ଦ୍ରଗିରି ପରିଦର୍ଶନ କରିଛନ୍ତି । ଏହାପରେ ଚନ୍ଦ୍ରଗିରି ତିବ୍ଦତୀୟ ଡାକ ବଙ୍ଗଳାରେ ଗଜପତି ଜିଲ୍ଲାରେ ପର୍ଯ୍ୟଟନର ବିକାଶ ସହ ଛେଳିଗଡ ଜଳ ସେଚନ ପ୍ରକଳ୍ପ ଉପରେ ସମୀକ୍ଷା କରିଥିଲେ ।

ତେବେ ଗଜପତି ଜିଲ୍ଲାରେ ଲାଗିରହିଥିବା ଆନ୍ଧ୍ର ଓଡିଶା ସୀମା ବିବାଦ ଓ ଏହାକୁ ନେଇ ଗତ ଦୁଇ ଦିନ ତଳେ ଗଜପତି ଜିଲ୍ଲାର ପ୍ରଶାସନିକ ଅଧିକାରୀଙ୍କୁ ଆନ୍ଧ୍ର ମନ୍ତ୍ରୀଙ୍କ ନାଲିଆଖି ପ୍ରସଙ୍ଗରେ ମୁଖ୍ୟ ଶାସନ ସଚିବ ମୁହଁ ଖୋଲି ନଥିଲେ । ଗଜପତି ଜିଲ୍ଲାରେ ବହୁ ପର୍ଯ୍ୟଟନ କ୍ଷେତ୍ର ରହିଛି । ଏହାର ବିକାଶ ହେଲେ ଜିଲ୍ଲାବାସୀ ରୋଜଗାର ପାଇବେ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି ।

   Related Posts