Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ଆଉ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ୍ ଟିକା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୧୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ପାରାଦୀପ : ନକଲି ସାର୍ଟିଫିକେଟ୍ ରାକେଟ୍‌ର ପର୍ଦ୍ଦାଫାଶ : ମେଡିକାଲ୍ ସାର୍ଟିଫିକେଟ୍ ତିଆରି ଅଭିଯୋଗରେ ଯୁବକ ଗିରଫ
  • ||

ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଟ୍ୟୁସନ ମାଷ୍ଟର ଗିରଫ

1/08/2018 at 11:01 AM

ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଟ୍ୟୁସନ ମାଷ୍ଟର ଗିରଫ । ଦେବଗଡ ଥାନା କୁଣ୍ଢେଇଗୋଳା ଗାଁରୁ ଆସିଛି ଏମିତି ଅଭିଯୋଗ । ଟ୍ୟୁସନ ଯାଉଥିବା ୫ ଜଣ ଛାତ୍ରୀଙ୍କୁ ବାରମ୍ବାର ଦୁଷ୍କର୍ମ ଅଭିଯୋଗ ଆସିବା ପରେ ଟ୍ୟୁସନ ମାଷ୍ଟର ରବୀନ୍ଦ୍ର ସାହୁକୁ ଗିରଫ କରିଛି କଣ୍ଢେଇଗୋଳା ପୋଲିସ । ସେପଟେ ୫ ଜଣ ନାବାଳିକାଙ୍କୁ ଡାକ୍ତରୀମାଇନା ପାଇଁ ପଠାଯାଇଛି । ଗତ ୨ ବର୍ଷ ଧରି ରବୀନ୍ଦ୍ର ନିଜ ଘରେ ଟ୍ୟୁସନ କରୁଥିବା ବେଳେ ଛାତ୍ରୀଙ୍କୁ ବାରମ୍ବାର ଦୁଷ୍କର୍ମ କରୁଥିବା ଅଭିଯୋଗ ହୋଇଥିଲା । ହେଲେ ଲୋକ ଲଜ୍ଜା ଭୟରେ ଛାତ୍ରୀମାନେ ଏକଥା କାହାରିକୁ ଜଣାଇନଥିଲେ । ଯନ୍ତ୍ରଣା ହେବାରୁ ୨ଜଣ ଛାତ୍ରୀ ଘର ଲୋକଙ୍କୁ ଅବଗତ କରାଇଥିଲେ । ଘଟଣା ସମ୍ପର୍କରେ ଜାଣିବା ପରେ ପରିବାର ଲୋକେ କୁଣ୍ଢେଇଗୋଳା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ପୋଲିସ ଟ୍ୟୁସନ ମାଷ୍ଟରଙ୍କୁ ଗିରଫ କରିଛି

   Related Posts