Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୮୭୧ ମୃତ
  • ||
  • ବଜେଟ ପୂର୍ବରୁ ହେବନି ହାଲୁଆ ଉତ୍ସବ, ଏଥର ମୋବାଇଲ ଆପ୍ଲିକେସନରେ ମିଳିବ ସବୁ ତଥ୍ୟ
  • ||
  • ନୟାଗଡ : ଧାନବସ୍ତା ଚୋରି ପଡିଲା ମହଙ୍ଗା, ୨ ଯୁବକଙ୍କୁ ଗାଁ ଦାଣ୍ଡରେ ବାନ୍ଧିଦେଲେ ଲୋକେ
  • ||
  • ଭଦ୍ରକ : ଭିନ୍ନକ୍ଷମ ସାର୍ଟିଫିକେଟ୍‌ର ପୁନଃ ଯାଞ୍ଚ ପାଇଁ ଦାବି କଲା ଓଡିଶା ଭିନ୍ନକ୍ଷମ ମଞ୍ଚ
  • ||
  • ଘଟଗାଁ : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପାଣିରେ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍, ୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଭୁବନେଶ୍ବର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକ ପଦବୀ ଅଣସଂରକ୍ଷିତ
  • ||
  • ମୋରଡା : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ସ୍କର୍ପିଓ, ୪ ଗୁରୁତର ମେଡିକାଲରେ ଭର୍ତ୍ତି
  • ||
  • ଲମତାପୁଟ : ପୁଣି ଅପରେସନ୍ ଗ୍ରୀନ୍ କ୍ଲିନ୍ ଆରମ୍ଭ : ମାଓ ପ୍ରଭାବିତ ଅଞ୍ଚଳରେ ୮ଏକର ଗଞ୍ଜେଇ ଚାଷ ନଷ୍ଟ
  • ||

ନାଳରେ ପଡି ଶିଶୁର ମୃତ୍ୟୁ

19/03/2019 at 7:23 PM

ମୟୁରଭଞ୍ଜ  ୧୯/୩: ମୟୁରଭଞ୍ଜ ଜିଲ୍ଲା ଗୋରୁମହିଷାଣି ଥାନା ହାଟିଙ୍ଗ ସାହିରେ ଜଣେ ଶିଶୁ ପୁତ୍ରଙ୍କର ନାଳରେ ପଡ଼ି ମୃତ୍ୟୁ ଘଟିଛି । ମୃତକ ଶିଶୁ ପୁତ୍ରଜଣକ ହେଲେ ବୁଧୁଲାଲ ସିଂ ।

ସୂଚନା ଅନୁଯାୟୀ , ଗୋରୁମହିଷାଣି ସ୍ଥିତ ଘନଶ୍ୟାମ ମିଶ୍ର ଏଣ୍ଡ ସନ୍ସ କମ୍ପାନୀର ପରିବହନ ସଂସ୍ଥାର ଦୂଷିତ ଜଳକୁ ନିଷ୍କାସିତ କରୁଥିବା ଖୋଲା ନାଳରେ ଖସି ପଡି ଶିଶୁପୁତ୍ରଙ୍କର ମୃତ୍ୟୁ ଘଟିଛି । ଏହାକୁ ନେଇ ଶ୍ରମିକ କଲୋନୀରେ ଉତ୍ତେଜନା ପ୍ରକାଶ ପାଇଛି ।  ପରିବାରଲୋକେ ଶିଶୁ ପୁତ୍ରଙ୍କ ମୃତଶରୀରକୁ କମ୍ପାନୀ କାର୍ଯ୍ୟାଳୟ  ଗେଟ ସମ୍ମୁଖରେ ରଖି କ୍ଷତିପୂରଣ ଦାବି କରି ଧାରଣାରେ ବସିଛନ୍ତି ।

   Related Posts