Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||

ପୋଖରୀରେ ବୁଡି ୭ ବର୍ଷର ଶିଶୁ ପୁତ୍ର ମୃତ

24/03/2019 at 5:13 PM

ପଟ୍ଟାମୁଣ୍ଡାଇ ୨୪|୩ : କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୋଖରୀରେ ବୁଡ଼ି ଦ୍ବିତୀୟ ଶ୍ରେଣୀ ଛାତ୍ରର ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଆଳି ବଜାର ସ୍ଥିତ ନେମାଳ ଗାଁର ମଙ୍ଗୁଳି ମଳିକଙ୍କ ପୁଅ ନବୀନ ମଳିକ । ନବୀନ ଓ ତାଙ୍କ ଭଉଣୀ ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ି ଯାଇଥିଲେ । ତେବେ ସୌଭାଗ୍ୟ ବଶତଃ ଲିଜା ବଞ୍ଚି ଯାଇଛନ୍ତି ।

   Related Posts