Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ହାତୀ ଆକ୍ରମଣରେ ଶିଶୁ ମୃତ, ୩ ଗୁରୁତର

21/06/2018 at 7:08 AM

ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଥାନା ଅନ୍ତର୍ଗତ ବାସୁବାଲି ଗାଁରେ ଗତକାଲି ରାତିରେ ଶୋଇଥିବା ବେଳେ ରାଜକୁମାର ମୁଣ୍ଡାଙ୍କ ଘର ଉପରକୁ ହାତୀ ଆକ୍ରମଣ କରିଥିଲା | ଘର ଦ୍ୱାର ଭଙ୍ଗାରୁଜା କରିଥିଲା | ହାତୀ ଆକ୍ରମଣରେ ୬ ବର୍ଷର ଦୀପାଞ୍ଜଳି ମୁଣ୍ଡାଙ୍କ ମୃତ୍ୟୁ ହୋଇଛି | ଘରର ଅନ୍ୟ ସଦସ୍ୟ ଗୁରୁତର ଭାବେ ଆହତ ହୋଇଛନ୍ତି | ଆହତଙ୍କୁ ସମ୍ବଲପୁର ସଦର ମେଡିକାଲରେ ଭର୍ତ୍ତି କରାଯାଇଛି |

   Related Posts