Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁକେ ହାଇକୋର୍ଟରୁ ନିରବ ମୋଦୀଙ୍କୁ ଝଟକା, ପ୍ରତ୍ୟର୍ପଣ ବିରୋଧରେ ଦାଖଲ ଆବେଦନ ଖାରଜ, ଏବେ ଭାରତ ଆସିବାକୁ ପଡିବ !
  • ||
  • ଭୁବନେଶ୍ବର : ଗୋରୁ ଚୋରା ଚାଲାଣ ବେଳେ ଜବତ ହେଲା ପିକଅପ୍ ଭ୍ୟାନ୍, ୫ ଗୋରୁ ଉଦ୍ଧାର, ଦଲାଲ ଫେରାର
  • ||
  • ଭୁବନେଶ୍ବର : ରାଜଧାନୀରେ ମାତିଲେ ଲୁଟେରା : ତାଲା ଭାଙ୍ଗି ଦୋକାନରେ ବୁଲାଇଲେ କଳାକନା, ସିସିଟିଭିରେ କଏଦ ହେଲା ଦୃଶ୍ୟ
  • ||
  • ଭୁବନେଶ୍ବର : ଅନଲକ୍ ପ୍ରକ୍ରିୟା ଆରମ୍ଭ ପରେ ଲୋକେ ମାନୁନାହାନ୍ତି କୋଭିଡ୍ ନିୟମ, ସୃଷ୍ଟି ହୋଇପାରେ ବିପଦ – ଡିଏମଇଟି
  • ||
  • ଭୁବନେଶ୍ବର : ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ – ଗଣଶିକ୍ଷା ମନ୍ତ୍ରୀ
  • ||
  • କାମାକ୍ଷାନଗର : ଜଙ୍ଗଲକୁ ଯାଇଥିବା ବେଳେ ପଡିଗଲେ ଭାଲୁ ହାବୁଡରେ, ଆକ୍ରମଣରେ ୨ ଗୁରୁତର
  • ||
  • ଦେଶରେ ତଳମୁହାଁ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦ ହଜାରରୁ ଅଧିକ ପଜିଟିଭ୍,୧୩୫୮ ମୃତ
  • ||
  • ଥରିଲା ପାକିସ୍ତାନ, ୪.୫ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୬ ଜଣଙ୍କ ଜୀବନ
  • ||
  • ହ୍ରାସ ପରେ ପୁଣି ବଢିଲା ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୪୫୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

ଦୁର୍ଗମ ଅଞ୍ଚଳର ପିଲାଙ୍କ ପାଠପଢା

30/07/2018 at 2:58 PM

ଦୁର୍ଗମ ଅଞ୍ଚଳର ପିଲାଙ୍କ ପାଠପଢା ପାଇଁ ନୂଆପଡା ଜିଲ୍ଲା ସୁନାବେଡା ଅଭୟାରଣ୍ୟର କଟିଙ୍ଗପାଣିରେ ସରକାର ଖୋଲିଥିଲେ ପ୍ରାଥମିକ ବିଦ୍ୟାଳୟ । କମ୍ ଉପସ୍ଥାନ ଦର୍ଶାଇ ଏବେ ଏହି ସ୍କୁଲକୁ ବନ୍ଦ କରିଦିଆଯାଇଛି । ପିଲା ଥିବା କହି ସ୍କୁଲ ଖୋଲିବାକୁ ଆଖପାଖ ଗାଁ ଲୋକେ ପ୍ରଶାସନ ନିକଟରେ ଗୁହାରି କଲେବି କେହି ଶୁଣୁନାହାନ୍ତି । ଫଳରେ ଚାଳିଶିରୁ ଅଧିକ ଛାତ୍ରଛାତ୍ରୀଙ୍କୁ ନେଇ ଗାଁ ଦାଣ୍ଡରେ ଚାଲିଛି ସ୍ବେଚ୍ଛାକୃତ ଶିକ୍ଷାଦାନ

   Related Posts