Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର

22/10/2021 at 8:03 AM

ଭୁବନେଶ୍ୱର, ୨୨/୧୦:  ଶୁକ୍ରବାରଠୁ ଶିଶୁ ମାନଙ୍କୁ ଟିକା ଦେବା ପାଇଁ ଆରମ୍ଭ ହେବ ପ୍ରସ୍ତୁତି । କେନ୍ଦ୍ର ପକ୍ଷରୁ ଭର୍ଚୁଆଲ ମାଧ୍ୟମରେ ସ୍ୱାସ୍ଥ୍ୟ ଅଧିକାରୀମାନଙ୍କୁ ପ୍ରଶିକ୍ଷଣ ଦିଆଯିବ । ରାଜ୍ୟରେ ୨ ବର୍ଷରୁ ୧୮ ବର୍ଷ ମଧ୍ୟରେ କୋଟିଏ ୪୦ ଲକ୍ଷ ପିଲା ଅଛନ୍ତି ।

ଯେକୌଣସି ମୁହୂର୍ତରେ ଅନୁମତି ମିଳିଲେ, ଆଉ ଟିକା ଆସିଲେ ଶିଶୁମାନଙ୍କୁ ଟିକା ଦେବା ଆରମ୍ଭ କରାଯିବ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି । ସେପଟି ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୮ ଲକ୍ଷ ଟିକାକରଣ ହୋଇଛି । ୨୨ ଲକ୍ଷ ଟିକା ମହଜୁଦ ରହିଥିବା ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । ୨୪ ଲକ୍ଷ ଲୋକ ଏବେ ବି ଦ୍ୱିତୀୟ ଡୋଜ୍ ଟିକା ନେଇ ନାହାନ୍ତି ।

   Related Posts