Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିୟାଣା : ଚଳନ୍ତା କାର ଉପରେ ଓଲଟି ପଡିଲା କଣ୍ଟେନର, ୩ ମୃତ
  • ||
  • ଅଷ୍ଟ୍ରେଲିଆକୁ ଆଉ ଏକ ଝଟକା, ଷ୍ଟାର୍କ ଆହତ, ପ୍ରଥମ ଟି୨୦ରୁ ପଡିବେ ବାଦ୍ !
  • ||
  • ବରଗଡ : ଟ୍ରକ୍‌ ସହ ଧକ୍କା ହେଲା ବରଯାତ୍ରୀ ବୋଲେରୋ, ୩ ମୃତ, ୪ ଗୁରୁତର
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ପୁଣି ବ୍ରାଉନସୁଗାର ଜବତ, ୪ ଗିରଫ
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୩୪ କରୋନା ସଂକ୍ରମିତ, ୩୨୦୦୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||
  • କୋରାପୁଟ : ମିଳିଲାନି ଜାମିନ୍, ନିଜ ବେକ କାଟିଦେଲେ କଏଦୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||

ଚିଲିକା ଡଙ୍ଗାବୁଡ଼ି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ପରିବହନ ମନ୍ତ୍ରୀ

18/06/2018 at 7:38 AM

ଚିଲିକା ଡଙ୍ଗାବୁଡ଼ି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ପରିବହନ ମନ୍ତ୍ରୀ
ଘଟଣାର ତଦନ୍ତ କରିବେ ଜଳ ପରିବହନ ନିର୍ଦ୍ଦେଶକ
ତିନୋଟି ଦିଗରେ ହେବ ତଦନ୍ତ
ଡଙ୍ଗା ଲାଇସେନ୍ସ,ଲାଇଫ ଜ୍ୟାକେଟ,ପଞ୍ଜିକରଣ ନେଇ ହେବ ତଦନ୍ତ
ଶନିବାର ଚିଲିକାରେ ଡଙ୍ଗାବୁଡ଼ି ମୃତ୍ୟୁ ବରଣ କରିଥିଲେ ୬ ପର୍ଯ୍ୟଟକ

   Related Posts