Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

କୋର୍ଟରେ ଆତ୍ମସମର୍ପଣ କଲେ ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦେବ

8/10/2021 at 12:24 PM

ଖୋର୍ଦ୍ଧା ୮।୧୦: ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦେବ ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରା ଜଜ ଖୋର୍ଦ୍ଧାଙ୍କ କୋର୍ଟରେ ଆତ୍ମ ସମର୍ପଣ କରି ଜାମିନ ପାଇଁ ଆବେଦନ କରିଛନ୍ତି । ଗତ ସେପ୍ଟେମ୍ବର ୮ ତାରିଖରେ ବାଲୁଗାଁ ଥାନାରେ ବିଧାୟକ ଜଗଦେବଙ୍କ ନାମରେ ଏକ ମାମଲା ରୁଜ୍ଜୁ ହୋଇଥିଲା । ବିଧାୟକ ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଆବେଦନ କରିଥିଲେ । ହାଇକୋର୍ଟ ପରାମର୍ଶ କ୍ରମେ ଶୁକ୍ରବାର ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ୍ କୋର୍ଟରେ ଆବେଦନ କରିଥିଲେ। ବର୍ତ୍ତମାନ ବିଚାର ଚାଲିଛି। କୋର୍ଟ ପରିସର ଚଳଚଞ୍ଚଳ ରହିଛି। ବିଧାୟକଙ୍କ ସମର୍ଥକମାନେ କୋର୍ଟ ପରିସରରେ ପହଞ୍ଚିଛନ୍ତି ।

   Related Posts