Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଚୀନ୍‌ର ଟପ୍ ଆଣବିକ ବୈଜ୍ଞାନିକଙ୍କ ରହସ୍ୟମୟ ମୃତ୍ୟୁ : ହତ୍ୟା ନା ଆତ୍ମହତ୍ୟା ବଢିଲା ସନ୍ଦେହ

19/06/2021 at 2:38 PM

ନୂଆଦିଲ୍ଲୀ ୧୯/୬ : ଚୀନ୍‌ର ଜଣାଶୁଣା ଆଣବିକ ବୈଜ୍ଞାନିକଙ୍କ ଗୁରୁବାର ସନ୍ଦେହଜନକ ଅବସ୍ଥାରେ କୋଠାରୁ ପଡି ମୃତ୍ୟୁ ହୋଇଛି । ବୈଜ୍ଞାନିକ ଝାଙ୍ଗ ଜିଜିଆନ୍ ହାରବିନ ଇଞ୍ଜିନିୟରିଂ ବିଶ୍ୱବିଦ୍ୟାଳୟର ଆଣବିକ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମହାବିଦ୍ୟାଳୟରେ ପ୍ରଫେସର ଥିଲେ । ସାଉଥ ଚାଇନା ମର୍ନିଂ ପୋଷ୍ଟ ଅନୁଯାୟୀ ବିଶ୍ୱବିଦ୍ୟାଳୟର ବିବୃତ୍ତିରେ କୁହାଯାଇଛି ଯେ ‘ହତ୍ୟାକାଣ୍ଡ ବୋଲି ପୋଲିସ ମାନିବାକୁ ନାରାଜ ।

ତେବେ ତାଙ୍କ ମୃତ୍ୟୁ ସମ୍ପର୍କରେ ଅନ୍ୟ କୌଣସି ସୂଚନା ଏପର୍ଯ୍ୟନ୍ତ ପୋଲିସ ତଦନ୍ତରେ ଜଣାପଡିନି । ୧୭ ଜୁନରେ ସକାଳ ୯.୩୪ରେ ତାଙ୍କର ମୃତ୍ୟୁ ହୋଇଛି । ପ୍ରଫେସର ଝାଙ୍ଗ ଜିଜିଆନ ଏକ କୋଠା ଭିତରୁ ଖସିପଡିଥିବାର ଖବର ପାଇ ହାର୍ବିନ୍ ଇଞ୍ଜିନିୟରିଂ ୟୁନିଭରସିଟି ଗଭୀର ଦୁଃଖ ପ୍ରକାଶ କରିଛି । ଝାଙ୍ଗ ଜିଜିଆନଙ୍କ ଦେହାନ୍ତରେ ବିଶ୍ୱବିଦ୍ୟାଳୟ ପକ୍ଷରୁ ତାଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛି । ଝାଙ୍ଗ ମଧ୍ୟ ଗତ ବର୍ଷ ମେ ମାସରେ ଇନୋଭେସନରେ ଉତ୍କର୍ଷତା ପାଇଁ ଜାତୀୟ ପୁରସ୍କାର ଗ୍ରହଣ କରିଥିଲେ । କେନ୍ଦ୍ର ସରକାର ଏହି ସମ୍ମାନ ପ୍ରଦାନ କରିଥିଲେ ।

   Related Posts