Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||
  • ସରକାରଙ୍କ ବଡ ନିଷ୍ପତ୍ତି, ନବମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଫି ୪୦ ପ୍ରତିଶତ କମିଲା, ଅଭିଭାବକଙ୍କୁ ମିଳିଲା ବଡ ଆଶ୍ଵସ୍ତି
  • ||
  • ଅଲମ୍ପିକ ପ୍ରସ୍ତୁତି ପାଇଁ ଗଠିତ ସଂସଦୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ, କମିଟିର ସଦସ୍ୟ ରହିଛନ୍ତି ସାଂସଦ ଅନୁଭବ ମହାନ୍ତି ଓ ସସ୍ମିତ ପାତ୍ର
  • ||
  • ମଦ ଦୋକାନ ନ ଖୋଲିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର
  • ||
  • ବାଲେଶ୍ବର ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ଡିଜିଟାଲ ପ୍ରଚାର: କହିଲେ, ‘ମୁଁ ସବୁବେଳେ ଆପଣଙ୍କ ସାଥିରେ ଅଛି’
  • ||
  • ମଙ୍ଗ ସମ୍ଭାଳିଲେ ନୀତିଶ ରାଣା, ଚେନ୍ନାଇକୁ ୧୭୩ ରନର ବିଜୟ ଲକ୍ଷ୍ୟ ଦେଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀଙ୍କ ଆନ୍ଦୋଳନ

12/02/2019 at 1:23 PM

ଚାନ୍ଦବାଲି ୧୨|୨:  ଭଦ୍ରକ ଜିଲ୍ଲା ଚାନ୍ଦବାଲି ତହସିଲ କାର୍ଯ୍ୟାଳୟରେ ଚିଟଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀଙ୍କ ଆନ୍ଦୋଳନ । ତହସିଲ କାର୍ଯ୍ୟାଳୟରେ ତାଲା ପକାଇ ହଙ୍ଗାମା କରିଛନ୍ତି କ୍ଷତିଗ୍ରସ୍ତ କର୍ମଚାରୀ । ପ୍ରଶାସନ ପକ୍ଷରୁ ରୋଜଭ୍ୟାଲି ଚିଟଫଣ୍ଡ କ୍ଷତିଗ୍ରସ୍ତ ଜମାକରୀଙ୍କ ପାଇଁ ସମସ୍ତ ଜରୁରୀ କାଗଜପତ୍ର ଡ଼ପୋଜିଟ କରିବାକୁ ଆଜି ଶେଷ ଦିନ ବୋଲି ଧାର୍ଯ୍ୟ କରାଯାଇଥିଲା । ଜମାକାରୀଙ୍କ ପାଇଁ କାଗଜପତ୍ର ଦାଖଲ ପାଇଁ ଆଜି ଶେଷ ଦିନ ହୋଇଥିବା ବେଳେ  ସଂପୃକ୍ତ ଆରଆଇ ଏବଂ ତହସିଲ କେହି କାର୍ଯ୍ୟାଳୟରେ ଉପସ୍ଥିତ ନଥିଲେ । ଫଳରେ ଜମାକାରୀ ସେମାନଙ୍କର କାଗଜପତ୍ର ଡିପୋଜିଟ୍ କରିନାହାନ୍ତି । ଏହାକୁ ନେଇ କ୍ଷତିଗ୍ରସ୍ତ ଜମାକାରୀ ହଙ୍ଗାମା କରିଛନ୍ତି । ଶତାଧିକ ଜମାକରୀଙ୍କ  କାଗଜପତ୍ର ଯାଞ୍ଚ ହୋଇନଥିବା ବେଳେ ଆରଆଇଙ୍କ ଅନୁପସ୍ଥିତି ନେଇ ଜମାକାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି ।

   Related Posts