ଆସନ୍ତା ୧୯ରେ ବାହାରିବ ଯୁକ୍ତ ୨ ବାଣିଜ୍ୟ ରେଜଲ୍ଟ

Published By : Prameya-News7 Bureau | August 17, 2020 IST

ଭୁବନେଶ୍ବର ୧୭।୮: ଆସନ୍ତା ୧୯ ତାରିଖରେ ବାହାରିବ ଯୁକ୍ତ ୨ ବାଣିଜ୍ୟ ରେଜଲ୍ଟ। ପୂର୍ବାହ୍ନ ୧୧ଟା ୩୦ ମିନିଟ୍‌ରେ ବାହାରିବ ବାଣିଜ୍ୟ ଫଳ । CHSE କାର୍ଯ୍ୟାଳୟରେ ରେଜଲ୍ଟ ଘୋଷଣା କରାଯିବ । ଏହାପରେ ୱେବସାଇଟରେ ଛାତ୍ରଛାତ୍ରୀ ରେଜଲ୍ଟ ଦେଖିପାରିବେ । ଚଳିତବର୍ଷ ପ୍ରାୟ ୨୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଚଳିତ ମାସ ଶେଷ ସୁଦ୍ଧା କଳା ରେଜଲ୍ଟ ବାହାରିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.