Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଞ୍ଜନଗର : ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ହେଲା ଲାଲସିଙ୍ଗି ପଞ୍ଚାୟତର କିଛି ଅଞ୍ଚଳ, କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ
  • ||
  • ଭୁବନେଶ୍ବର : ବିଧାନସଭା ପରେ ସମସ୍ତଙ୍କର ହେବ RTPCR ଟେଷ୍ଟ : ବାଚସ୍ପତି
  • ||
  • ଭୁବନେଶ୍ବର : ମହାନଦୀରେ କମିଛି ଜଳ ପ୍ରବାହ, ୫୧୬ ଚେକ୍ ଡ୍ୟାମ୍ କରିଛି ଛତିଶଗଡ : ଜଳସମ୍ପଦ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତାକୁ ନ୍ୟାୟ ଦେବାକୁ ବିଜେପିର ଦାବି : ବ୍ୟାରିକେଟ୍ ଭାଙ୍ଗି ବିଧାନସଭା ଘେରାଉ ଉଦ୍ୟମ ବେଳେ ଧସ୍ତାଧସ୍ତି, ପୋଲିସର ଲାଠିଚାର୍ଜ
  • ||
  • ଜୟପୁର : ଜୟପୁର ଏସଡିଜେଏମ୍ କୋର୍ଟରେ NIAର ୨ ଜଣିଆ ଟିମ୍, ମାଓ ନେତା ଦୁବାସୀ ଶଙ୍କରକୁ ପଚରାଉଚରା ପାଇଁ ଲୋଡିଲେ ଅନୁମତି
  • ||
  • ଭୁବନେଶ୍ବର : ବିଜେଡି ଓ ବିଜେପି ବିକ୍ଷୋଭ ପ୍ରସଙ୍ଗ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଲେ- ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ
  • ||
  • ଟାଙ୍ଗୀ : କେନ୍ଦୁଆ ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ବଡବିଲ : ଶନି ମନ୍ଦିରରୁ ଲୁଟ୍, ଦାନ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • ନିଶ୍ଚିନ୍ତକୋଇଲି : ଛେଳି ଚୋରକୁ ଛେଚିଲେ ଗାଁ ଲୋକେ, ପୋଲିସର ଜିମାଦେଲେ
  • ||
  • ଭୁବନେଶ୍ବର : କୁନ୍ନୁର ସେନା ହେଲିକପ୍ଟର ଦୁର୍ଘଟଣା ନେଇ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ : ଗୃହରେ ୧ ମିନିଟ୍ ନୀରବ ପ୍ରାର୍ଥନା
  • ||

ପ୍ରେମ ବ୍ୟାପାରରୁ ଛୁରାମାଡ଼, ମା-ଝିଅ ଗୁରୁତର ; ଝିଅ ଡ୍ରେସ୍‌ରେ ଆସିଥିଲେ ଯୁବକ

1/11/2021 at 2:08 PM

ଭୁବନେଶ୍ବର ୦୧।୧୧: ଶୈଳଶ୍ରୀ ବିହାରରେ ମା ଓ ଝିଅଙ୍କୁ ଛୁରାମାଡ଼ । ଗୁରୁତର ଅବସ୍ଥାରେ ମା ଓ ଝିଅଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ପ୍ରେମ ବ୍ୟାପାରକୁ ନେଇ ଯୁବକ ଛୁରାମାଡ଼ କରିଥିବା ସୂଚନା ମିଳିଛି ।

ମିଳିଥିବା ଖବର ଅନୁଯାୟୀ, ପ୍ରେମ ବ୍ୟାପାରରୁ ମାଆ-ଝିଅଙ୍କୁ ଛୁରାମାଡ଼ ହୋଇଛି। ପଡୋଶୀ ଘରର ଯୁବକ ଘରେ ପଶି ଆକ୍ରମଣ କରିଛନ୍ତି। ଯୁବକ ଜଣଙ୍କ ମହିଳା ଡ୍ରେସ୍ ପିନ୍ଧି ଘରେ ପଶିଥିଲେ। ହେଲେ ମାଆ-ଝିଅଙ୍କୁ ଆକ୍ରମଣ କରିବା ବେଳେ ନିଜେ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଚନ୍ଦ୍ରଶେଖର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

   Related Posts