Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ଆହତ

12/05/2021 at 12:34 PM

ଚଣ୍ଡିଖୋଲ ୧୨।୫: ୧୬ ନମ୍ବର ଜାତୀୟ ରାଜପଥର ଛତିଆଠାରେ ରାସ୍ତା କଡ଼କୁ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ।

ସୂଚନାଯୋଗ୍ୟ ଯେ, ଏକ ସିମେଣ୍ଟ କାରଖାନାରୁ ସିମେଣ୍ଟ ବୋଝେଇ କରି ଟ୍ରକଟି ଚଣ୍ଡିଖୋଲ ଅଭିମୁଖେ ଯାଉଥିବା ବେଳେ ଛତିଆଠାରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡିଥିଲା । ଟ୍ରକ୍ ଡ୍ରାଇଭର ସାମାନ୍ୟ ଆହତ ହୋଇଛି । ଡ୍ରାଇଭରକୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ଟ୍ରକ୍ ରେ ଥିବା ସମସ୍ତ ସିମେଣ୍ଟକୁ ଅନ୍ୟ ଏକ ଟ୍ରକରେ ଲୋଡ଼ କରାଯାଇଥିବା ଜଣାପଡିଛି । ଡ୍ରାଇଭରଙ୍କ ଆଖି ଲାଗି ଯିବାରୁ ଟ୍ରକଟି ଭାରସାମ୍ୟ ହରାଇ ଥିବା ସୂଚନା ମିଳିଛି ।

   Related Posts