Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ପ୍ରକାଶ ପାଇଲା ସିଭିଲ୍‌ ସର୍ଭିସ୍‌ ୨୦୨୦ ପରୀକ୍ଷା ଫଳ, ଶୁଭମ କୁମାର ସର୍ବଭାରତୀୟ ଟପ୍ପର

24/09/2021 at 7:26 PM

ନୂଆଦିଲ୍ଲୀ ୨୪/୦୯ : ପ୍ରକାଶ ପାଇଲା ସିଭିଲ୍‌ ସର୍ଭିସ୍‌-୨୦୨୦ ପରୀକ୍ଷା ଫଳ । ସର୍ବଭାରତୀୟ ସ୍ତରରେ ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ଟପ୍ପର ହୋଇଛନ୍ତି ଶୁଭମ କୁମାର । ମୋଟ ୭୬୧ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ଶୁଭମ କୁମାର ଟପ୍ପର ହୋଇଛନ୍ତି । ଜାଗ୍ରତି ଅଗସ୍ତି ଦ୍ବିତୀୟରେ ରହିଥିବା ବେଳେ ତୃତୀୟ ରାଙ୍କ୍‌ରେ ରହିଛନ୍ତି ଅଙ୍କିତା ଜୈନ । ଜୁବିନ୍‌ ମହାପାତ୍ରଙ୍କୁ ୪୭ତମ ରାଙ୍କ୍‌ ମିଳିଥିବା ବେଳେ ଆଶିଷ ମିଶ୍ର ୫୨ତମ ରାଙ୍କ ପାଇଛନ୍ତି ।

ସେହିଭଳି ଶିବାକ୍ଷୀ ଦୀକ୍ଷିତ ୬୪ ରାଙ୍କ ପାଇଥିବା ବେଳେ, ଅପୂର୍ବା ତ୍ରିପାଠୀ ୬୮, ଅଙ୍କିତ ବର୍ମା ୧୮୪ ରାଙ୍କ୍, ରିନା ପ୍ରଧାନ ୧୯୪, ବବିତାରାଣୀ ସ୍ବାଇଁ ୪୬୪ ରାଙ୍କ୍‌, ଅଙ୍କିତ ମିଶ୍ର ୫୫୨ ରାଙ୍କ୍‌, ସୁଧାଂଶୁ ନାୟକ ୬୨୦ ଏବଂ ନିମିଶୀ ତ୍ରିପାଠୀ ୬୨୨

   Related Posts