Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୬୫୨ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୫୧୧ ଡିସଚାର୍ଜ
  • ||
  • ବିଧାୟିକାଙ୍କ ଘର ଆଗରେ ବୋମାମାଡ଼, ଦୁଇ ସମର୍ଥକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ
  • ||
  • ଟୋକିଓ ଅଲିମ୍ପିକ୍ସ : ଭାରତକୁ ମିଳିଲା ଆଉ ଏକ ପଦକ, ୫୭ କେଜି କୁସ୍ତିରେ ରବି ଦାହିୟା ଜିତିଲେ ରୌପ୍ୟ ପଦକ
  • ||
  • ଜଗତସିଂହପୁର : ଶୁକ୍ରବାର ଖୋଲିବ ଝଙ୍କଡ ସ୍ଥିତ ମା’ ଶାରଳାଙ୍କ ମନ୍ଦିର, ଖୋଲିବ ଗୋରେଖନାଥଙ୍କ ପୀଠ
  • ||
  • କଟକ : ସ୍କୁଟି ମିଳିଥିଲା ମଧୁସୂଦନ ସେତୁରୁ, ମୃତଦେହ ମିଳିଲା ଯୋବ୍ରା ଆନିକଟରୁ : ମଙ୍ଗଳବାରଠୁ ଥିଲେ ନିଖୋଜ
  • ||
  • ବଡବିଲ : ରାସ୍ତା କଡକୁ ଓଲଟି ହୁତୁହୁତୁ ହୋଇ ଜଳିଗଲା ହାଇୱା
  • ||
  • ଭୁବନେଶ୍ବର : ରାଜ୍ୟ ମାନବାଧିକାର ଆୟୋଗରେ ଅଗ୍ନିକାଣ୍ଡ, ଏସି ସଟ୍ ସର୍କିଟ୍‌ରୁ ନିଆଁ ଲାଗିଥିବା ସୂଚନା
  • ||
  • ରାଉରକେଲା : ବଡଧରଣର ଜିଏସ୍‌ଟି ଠକେଇ, ବନ୍ଧାହେଲା ୮୦ କୋଟି ଟଙ୍କା ଠକିନେଇଥିବା ଠକ
  • ||
  • ଶେଷ ହେଲା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା, ୧୧ ରୁ ଆରମ୍ଭ ହେବ ମୂଲ୍ୟାୟନ
  • ||
  • କଟକ : ଶେଷ ହେଲା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା, ୧୧ ରୁ ଆରମ୍ଭ ହେବ ମୂଲ୍ୟାୟନ
  • ||

ପ୍ରକାଶ ପାଇଲା UPSC ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ : ପ୍ରଦୀପ ସିଂହ ଟପ୍ପର, ୮ମ ଓ ୧୦ମ ସ୍ଥାନରେ ଓଡିଶାର ଦୁଇ ଜଣ

4/08/2020 at 12:14 PM

ଭୁବନେଶ୍ବର ୪।୮: ବାହାରିଲା ୨୦୧୯ ଆଇଏଏସ ପରୀକ୍ଷା ଫଳ । ମୋଟ ୮୨୯ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ପ୍ରଦୀପ ସିଂହ ଟପ୍ପର ହୋଇଛନ୍ତି । ଦ୍ବିତୀୟ ସ୍ଥାନରେ ଯତୀନ କିଶୋର, ତୃତୀୟ ସ୍ଥାନରେ ପ୍ରତିଭା ବର୍ମା ରହିଛନ୍ତି । ସେହିଭଳି ଓଡିଶାରୁ ଅଭିଷେକ ସରାଫ ଅଷ୍ଟମ ସ୍ଥାନରେ ଓ ସଞ୍ଜିତା ମହାପାତ୍ର ଦଶମ ସ୍ଥାନରେ ରହିଛନ୍ତି । ସଞ୍ଜିତାଙ୍କ ଘର ରାଉରକେଲା ରାଜଗାଙ୍ଗପୁରରେ । ସେ ରାଉରକେଲା SAILରେ କାର୍ଯ୍ୟ କରୁଥିଲେ ।

   Related Posts