Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଷୀଙ୍କ ଖାତାକୁ ଗଲା ‘କାଳିଆ’ ଟଙ୍କା, ଆକାଉଣ୍ଟକୁ ୯୧୦ କୋଟି ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ
  • ||
  • ୫୦୦ ଲୋକଙ୍କୁ ନେଇ ଧୁମଧାମ୍‌ରେ ଚାଲିଥିଲା ବାହାଘର ଭୋଜି, ଚଢଉ କଲେ ତହସିଲଦାର…ଲାଗିଲା ମୋଟା ଅଙ୍କର ଫାଇନ୍
  • ||
  • ୩ ହଜାର ଲିଟର ମଦ ଜବତ, ୬୦ଟି ବସ୍ତାରେ ହେଉଥିଲା ଚାଲାଣ
  • ||
  • ନାଉ କିଆରୀରୁ ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ, ଜଣେ ଗିରଫ
  • ||
  • ଚେତୁ ନାହାଁନ୍ତି ଲୋକେ, ବିନିକା ବଜାରରେ କରୋନା କଟକଣା ବାଟବଣା
  • ||
  • ଚଣ୍ଡିଖୋଲ : ଧଳା ଜହର ରାକେଟ୍‌ର ପର୍ଦ୍ଦାଫାଶ କଲା ସଡକ ଦୁର୍ଘଟଣା, ଜବତ ହେଲା ୯ ଗ୍ରାମ୍ ବ୍ରାଉନସୁଗାର
  • ||
  • ଚଣ୍ଡିଖୋଲ : ଚଳିତ ବର୍ଷ ଫିକା ପଡିଛି ଇଦ୍, ଯାଜପୁରରେ ନିରାଡମ୍ବର ଭାବେ ପାଳିତ ହେଉଛି ଉଦ୍-ଉଲ୍-ଫିତର
  • ||
  • ତେଲକୋଇ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ସ୍ତ୍ରୀ ଗୁରୁତର, ସ୍ବାମୀ ଆହତ
  • ||
  • ନୂଆଦିଲ୍ଲୀ : ଆପ୍ ନେତା ଜରନେଲ୍ ସିଂହଙ୍କ କରୋନାରେ ଦେହାନ୍ତ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୨୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ପଶ୍ଚିମବଙ୍ଗରେ ସିବିଆଇ-ପୋଲିସ ବିବାଦ ମାମଲା : ସିବିଆଇରେ ହାଜର ହେବାକୁ ରାଜୀବ କୁମାରଙ୍କୁ ନିର୍ଦ୍ଦେଶ

5/02/2019 at 10:54 AM

ନୂଆଦିଲ୍ଲୀ ୫|୧: ପଶ୍ଚିମବଙ୍ଗରେ ସିବିଆଇ-ପୋଲିସ ବିବାଦ ମାମଲାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ସିବିଆଇ ଆଗରେ ହାଜର ହେବା ଲାଗି କୋଲକାତା କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । କୋଲକାତା କମିଶନର ରାଜୀବ କୁମାରଙ୍କୁ ନିର୍ଦ୍ଦେଶ ଦେଲେ କୋର୍ଟ । ରାଜୀବ କୁମାରଙ୍କୁ ଏବେ ଗିରଫ କରାଯାଇପାରିବନାହିଁ ବୋଲି କୋର୍ଟ କହିଛନ୍ତି । ଆମେ ଚାହୁଁଛୁ ପୋଲିସ କମିଶନର ସହଯୋଗ କରନ୍ତୁ । ରାଜୀବ କୁମାରଙ୍କୁ ଜେରାରେ ଅସୁବିଧା କେଉଁଠି ବୋଲି କୋର୍ଟ ପ୍ରଶ୍ନ କରିଛନ୍ତି । ରାଜୀବ କୁମାର ସିବିଆଇ ତଦନ୍ତରେ ସହଯୋଗ କରନ୍ତୁ ବୋଲି କୋର୍ଟ କହିଛନ୍ତି ।

ସିବିଆଇରୁ ପକ୍ଷ ରଖିଲେ ଆଟର୍ଣ୍ଣି ଜେନେରାଲ । ଚିଟଫଣ୍ଡ ଦୁର୍ନୀତିରେ ଏସଆଇଟି ଠିକ୍ ତଦନ୍ତ କରିନି ବୋଲି କହିଛନ୍ତି ଆଟର୍ଣ୍ଣି ଜେନେରାଲ ।

ଶାରଦା ଚିଟଫଣ୍ଡ ମାମଲାର ତଦନ୍ତ ନେଇ ସିବିଆଇର କାର୍ଯ୍ୟରେ ବାଧା ସୃଷ୍ଟି କରୁଥିବା କୋଲକାତା ପୋଲିସ କମିଶନର ରାଜୀବ କୁମାର ଓ ପଶ୍ଚିମବଙ୍ଗ ସରକାରଙ୍କ ବିରୋଧରେ ସିବିଆଇ ପକ୍ଷରୁ ସର୍ବୋଚ୍ଚ ଅଦାଲତରେ ଦାୟର ହୋଇଥିଲା ମାମଲା । ଏହି ମାମଲାର ଆଜି ଶୁଣାଣି କରିଛନ୍ତି ତିନି ଜଣିଆ ଖଣ୍ଡପୀଠ ।

   Related Posts