Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ଚାନ୍ଦବାଲିରେ ଦୂର୍ଗାମେଢ଼ ନିକଟରେ ଗୋଷ୍ଠୀ ସଂଘର୍ଷ, ୫ ଗୁରୁତର

6/10/2019 at 9:58 PM

ଚାନ୍ଦବାଲି – ଚାନ୍ଦବାଲି ବ୍ଲକ ଘଟେଶ୍ବର ବଜାରରେ ଦୂର୍ଗା ମଣ୍ଡପ ନିକଟରେ ଗୋଷ୍ଠୀ ସଂଘର୍ଷ ।  ସଣ୍ଡଗଡ଼।ରୁ ଆସିଥବା ୩ ଜଣ ଲୋକଙ୍କ ସହ ସ୍ଥାନୀୟ ଘଟେଶ୍ବର ଅଂଚଳରେ ୨ଜଣ ଲୋକଙ୍କ ସହ  ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପ୍ରଥମେ ବଚସା  ହୋଇଥିଲା । ପରେ ଏହି ଘଟଣା ଉଗ୍ର ରୂପ ଧାରଣ କରିଥିଲା ।  ଉଭୟ ଅଂଚଳରୁ ଅନ୍ୟ ଲୋକେ ମିଶିଯିବାରୁ ଏହା ଅଧତ୍କ ଜଟିଳ ରୂପ ଧାରଣ କରି ହାତାହାତି ସହ ପରସ୍ପର ମଧ୍ୟରେ ମରଣାନ୍ତକ ଆକ୍ରମଣ କରିଥିଲେ ।

ଏଥିରେ ୫ ଜଣ ଆହତ ହୋଇଛନ୍ତି । ଦୁଇଜଣ ଗୁରୁତରଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ବେଳେ ୩ ଜଣଙ୍କୁ ଚାନ୍ଦବାଲୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଉଛି । ପୁଲିସ  ଘଟଣାର ତଦନ୍ତ ଆରମ୍ଭ କରିଛି ।

   Related Posts