Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ରାଉରକେଲାରେ ଫୁଟିଲା ଗୁଳି, ଜଣେ ଗୁରୁତର: ପୋଲିସ୍‌ ଆରମ୍ଭ କଲା ଛାନ୍‌ଭିନ୍

24/09/2020 at 10:05 PM

ରାଉରକେଲା୨୪/୯: ରାଉରକେଲାରେ ଫୁଟିଲା ଗୁଳି। ଦୁଇ ଗୋଷ୍ଠୀ ମଧ୍ୟରେ ପାଟିତୁଣ୍ଡରୁ ଗୁଳିକାଣ୍ଡ। ଜଣେ ବ୍ୟକ୍ତିଙ୍କ ବାମ ହାତରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ରୋହିତ ପଟ୍ଟନାୟକ ନାମକ ଜଣେ ବ୍ୟକ୍ତିଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମାଲ ଗୋଦାମ  ସରଦାର ବସ୍ତିରେ ଏଭଳି ଅଭାବନୀୟ ଘଟଣା  ଘଟିଛି। ପୋଲିସ୍ ଘଟଣାସ୍ଥଳରେ ପହଁଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି।  କେଉଁ କାରଣରୁ ଦୁଇଗୋଷ୍ଠୀ ମଧ୍ୟରେ ପାଟିତୁଣ୍ଡ ହେଲା, ସେ ସଂପର୍କରେ ପୋଲିସ୍ ଖୋଳତାଡ଼ ଆରମ୍ଭ କରୁଛି। ଏହି ଘଟଣାରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି।  

   Related Posts