Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫେବୃଆରୀ ୨ରେ ପ୍ରକାଶ ପାଇବ ସିବିଏସଇ ଦଶମ ଓ ଦ୍ବାଦଶ ପରୀକ୍ଷା ସୂଚୀ
  • ||
  • ରାସ୍ତା କାର୍ଯ୍ୟର ତଦାରଖ କଲେ ସାଂସଦ ମଞ୍ଜୁଲତା ମଣ୍ଡଳ, ପିଚୁ ଉଠିଯାଉଥିବା ନେଇ ହୋଇଥିଲା ଅଭିଯୋଗ
  • ||
  • ମୁନିଗୁଡା : ମାଲବାହୀ ଟ୍ରେନ୍‌ର ୪ଟି ବଗି ଲାଇନଚ୍ୟୁତ, ରାୟଗଡା-ଟିଟିଲାଗଡ ମଧ୍ୟରେ ରେଳ ଚଳାଚଳ ବାଧାପ୍ରାପ୍ତ
  • ||
  • ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ପ୍ରତାପ ଦେବଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦେଲା ବିଜେଡି
  • ||
  • କୋରାପୁଟ : ଘାଟିରେ ସିରିଜ୍ ଦୁର୍ଘଟଣା, ତେଲ ଟ୍ୟାଙ୍କରକୁ ପିଟିଲା ଟ୍ରକ୍, ବ୍ରେକ୍ ଫେଲ୍ ହେବାରୁ ଟ୍ରକ୍କୁ ଧକ୍କାଦେଲା ପିକଅପ୍ ଭ୍ୟାନ୍
  • ||
  • ରାଉରକେଲା : ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ଶନିବାର ରାତିରୁ ଥିଲେ ନିଖୋଜ, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଗତସିଂହପୁର : ବ୍ୟାଙ୍କ୍ ଲୁଟ୍ ଉଦ୍ୟମ ପଣ୍ଡ, ଆଲମିରାରେ ନିଆଁ ଲାଗି ପୋଡିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||

ଲିଙ୍ଗରାଜ ମନ୍ଦିର ପାଇଁ ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

27/01/2020 at 7:38 PM

ଭୁବନେଶ୍ବର୨୭/୧: ଲିଙ୍ଗରାଜ ମନ୍ଦିର ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ୍ ଘୋଷଣା । ଏକାମ୍ର ବିସ୍ଥାପିତ ଲୋକଙ୍କୁ ଥଇଥାନ ଓ ସହୟତା ବ୍ୟବସ୍ଥା କରାଯିବ। ବିସ୍ଥାପିତ ଲୋକଙ୍କୁ ବର୍ଷେ ଯାଏଁ ମିଳିବ ଘରଭଡ଼ା। ତାଲିକାଭୁକ୍ତ ଉଠା ଦୋକାନୀଙ୍କୁ ମିଳିବ ୩୦ ହଜାର ଟଙ୍କା।  ମାସିକ ୧୫ ହଜାର ଲେଖାଏଁ ମିଳିବ ଘର ଭଡ଼ା। ଅଧିଗୃହିତ ଜମି ଲିଙ୍ଗରାଜଙ୍କ ନାଁରେ ରେକର୍ଡ କରାଯିବ। ଦୋକାନୀ ମାଲିକଙ୍କୁ ମିଳିବ ଏକ ଲକ୍ଷ ଟଙ୍କା। ବିସ୍ଥାପିତ ପରିବାରକୁ ୧ ଲକ୍ଷ ଟଙ୍କା ପରିବହନ ସହୟତା ମିଳିବ।

   Related Posts