Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||

କଂଗ୍ରେସର ଆନ୍ଦୋଳନ ; କଡା ସୁରକ୍ଷା ବଳୟ ଭିତରେ ସଚିବାଳୟରେ ପହଂଚିଥିଲେ ମୁଖ୍ୟମନ୍ତ୍ରୀ

4/06/2018 at 9:57 AM

ତୈଳ ଦର ବୃଦ୍ଧି ପ୍ରତିବାଦକୁ ନେଇ କଂଗ୍ରେସର ଆନ୍ଦୋଳନ ବେଳେ ଅନେକ ନେତା ଓ କର୍ମୀ ଅସୁବିଧାର ସମ୍ମୁଖୀନ ହୋଇଥିଲେ | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଡା ସୁରକ୍ଷା ବଳୟ ଭିତରେ ସଚିବାଳୟରେ ପହଂଚିଥିଲେ | ଉଚ୍ଚଶିକ୍ଷା ମନ୍ତ୍ରୀ ଅନନ୍ତ ଦାସ ବାଇକ ଯୋଗେ ସଚିବାଳୟରେ ପହଂଚିଥିଲେ |

Leave a Reply

   Related Posts