Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ପିପିଲି ଫାଇଟ: କାଲି ଭର୍ଚୁଆଲରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ, ରୁଦ୍ର ମହାରଥୀଙ୍କ ପାଇଁ ଭୋଟ୍ ମାଗିବେ ନବୀନ

11/04/2021 at 1:18 PM

ପିପିଲି୧୧/୪ : ସପ୍ତାହକ ପରେ ପିପିଲି ଉପନିର୍ବାଚନ । ଆସନ୍ତାକାଲି ପ୍ରଚାର କରିବେ ବିଜେଡି ସୁପ୍ରିମୋ । ଭର୍ଚୁଆଲ ମାଧ୍ୟମରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିବଂଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ମହାରଥୀଙ୍କ ପାଇଁ ଏହି ପ୍ରଚାର କରିବେ । ପିପିଲି ବାସୀଙ୍କୁ ରୁଦ୍ରଙ୍କ ପାଇଁ ଭୋଟ ଭିକ୍ଷା କରିବେ ନବୀନ । ପିପିଲି ବ୍ଲକ୍ ଓ ଏନଏସି ପାଇଁ ପ୍ରଚାର କରିବା ସହ ଡେଲାଙ୍ଗ ବ୍ଲକରେ ରୁଦ୍ରଙ୍କ ବି ପ୍ରଚାର କରିବେ । ଭର୍ଚୁଆଲ ପ୍ରଚାର ପାଇଁ ପିପିଲି ବ୍ଲକର ୩ଟି ସ୍ଥାନରେ ବ୍ୟବସ୍ଥା ହୋଇଛି । ଡେଲାଙ୍ଗ ରେଞ୍ଜ, ବଡ ଆଙ୍କୁଲା ଓ ସିଙ୍ଗ ବ୍ରହ୍ମପୁରରେ ପ୍ରଚାର କରିବେ ।

ଗତ କିଛିଦିନ ମୈଦାନରେ ଯାଇ ପ୍ରଚାର କରୁଛନ୍ତି ସବୁ ଦଳର ହେବିଓ୍ୱେଟ୍ । ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ପାଇଁ ବଡ ନେତା ଯାଇ ପ୍ରଚାର କରିଛନ୍ତି । ସେହିପରି କଂଗ୍ରେସ ପ୍ରାଥୀ ଅଜିତ ମଙ୍ଗରାଜ କରୋନାରେ ପୀଡିତ ଥିବାରୁ ସେ କ୍ୱାରେଣ୍ଟାଇନରେ ଅଛନ୍ତି । ହେଲେ ତାଙ୍କ ପାଇଁ ପ୍ରଚାର କିନ୍ତୁ କମିନି । ଦଳୀୟ ନେତା ପିପିଲି ମାଟିରେ ଯାଇ ଭୋଟ ଭିକ୍ଷା କରିଛନ୍ତି ।   

   Related Posts