Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଶ୍ବକେଶନ ହରିଚନ୍ଦନ ମହାପାତ୍ର ହେଲେ ପିପିଲି କଂଗ୍ରେସ ପ୍ରାର୍ଥୀ
  • ||
  • ମହାରାଷ୍ଟ୍ର ସ୍ଥିତି ସଙ୍ଗୀନ: ୨୪ ଘଣ୍ଟାରେ ୭୭୩ ମୃତ, ୬୬୮୩୬ ନୂଆ ସଂକ୍ରମିତ ଚିହ୍ନଟ
  • ||
  • ବିଶ୍ବକେତନ ହରିଚନ୍ଦନ ମହାପାତ୍ର ହେଲେ ପିପିଲି କଂଗ୍ରେସ ପ୍ରାର୍ଥୀ
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪୫୨ ଆକ୍ରାନ୍ତ, କିନ୍ତୁ ସଂକ୍ରମଣ ବୃଦ୍ଧିରେ ଲାଗୁନି ରୋକ୍‌
  • ||
  • କମ୍ବିଂ ବେଳେ ଏସ୍‌ଓଜି ଯବାନ-ମାଓବାଦୀ ମୁହାଁମୁହିଁ, ଗୁଳି ବିନିମୟରେ ମାଓବାଦୀ ମୃତ !
  • ||
  • ସାଲେପୁର : ଡାକ ଘରେ ଚାଲିଥିଲା ଭୋଜି ଭାତର ଆୟୋଜନ, ୩ ହଜାର ଟଙ୍କା ତଣ୍ଡ ଗଣିଲେ କର୍ମଚାରୀ
  • ||
  • ନୀଳଗିରି : ପୋଖରୀରେ ଗାଧୋଇବା ବେଳେ ଖସିଗଲା ଗୋଡ, ଚାଲିଗଲା ନାବାଳିକାଙ୍କ ଜୀବନ
  • ||
  • ସାନଖେମୁଣ୍ଡି : ବେଆଇନ ମଦ ବିକ୍ରିକୁ ନେଇ ଜନ ଅସନ୍ତୋଷ, ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ
  • ||
  • କର୍ଲାମୁଣ୍ଡା : ୨ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ବ ନିରୀକ୍ଷକ
  • ||
  • ଆନନ୍ଦପୁର : ଯୁକ୍ତ ୨ ପରୀକ୍ଷା ବାତିଲ ଦାବିରେ ୨ଟି ମହାବିଦ୍ୟାଳୟ ଛାତ୍ରଙ୍କ ରାସ୍ତାରୋକ
  • ||

ଛୋଟ ପିଲାଙ୍କ ସହ ଦୀପାବଳି ପାଳନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

27/10/2019 at 10:15 PM

ଭୁବନେଶ୍ୱର ୨୭।୧୦   ଭୁବନେଶ୍ବର ଏସଓଏସ ଭିଲେଜରେ ଦୀପାବଳି ପାଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପିଲାମାନଙ୍କ ଗହଣରେ ହାତରେ ଝୁରଝୁରି ବାଣ ଧରି ନବୀନ ଦୀପାବଳି ପାଳନ କରିଥିଲେ।

 ଛୋଟଛୋଟ ପିଲାମାନଙ୍କ ସହ ନବୀନ କଥା ହେବାସହ ସେମାନଙ୍କୁ ଉପହାର ମଧ୍ୟ ଦେଇଥିଲେ ।ଏହି ସମୟରେ ସେଠାରେ ଉପସ୍ଥିତ ଥିବା ଲୋକମାନଙ୍କୁ  ଦୀପାବଳିର ଶୁଭେଚ୍ଛା ଜଣାଇଥିଲେ ।

   Related Posts