Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ମୋ ସରକାର ଯୋଜନା ଆରମ୍ଭ ହେବା ପରେ ୧୨୦ ଜଣ ସାଧାରଣ ଲୋକଙ୍କ ସହ କଥା ହେଲେଣି ମୁଖ୍ୟମନ୍ତ୍ରୀ

14/10/2019 at 11:07 PM

ଭୁବନେଶ୍ୱର – ମୋ ସରକାର ଯୋଜନା ଆରମ୍ଭ ହେବାପରେ ମୁଖ୍ୟନ୍ତ୍ରୀ ନବୀନ ପଟ୍ଟନାୟକ ୧୨୦ ଜଣ ଲୋକଙ୍କ ସହ କଥା ହେଲେଣି । ରାଜ୍ୟର ବରିଷ୍ଠ ଅଧିକାରୀମାନେ ଏବେ ମୋ ସରକାର ଯୋଜନାର କାର୍ଯ୍ୟକାରିତା ବିଷୟରେ ରାଜ୍ୟସାରା ବୁଲି ଯାଞ୍ଚ କରୁଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

ଥାନା ଓ ଡାକ୍ତରଖାନାରେ ଲୋକ ଅସୁବିଧାର ସମ୍ମୁଖୀନ ନ ହୁଅନ୍ତୁ ସେଥିପ୍ରତି ଦୃଷ୍ଟି ଦିଆଯାଉଛି। ସାଧାରଣ ଲୋକଙ୍କ ସହ ଆଲୋଚନା କରିଛି । ୧୨୦ ଜଣଙ୍କ ଉତ୍ତର ସନ୍ତୋଷଜନକ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

   Related Posts