Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

BSKYରେ ସାମିଲ ହେଲା କୋରାପୁଟ ଜିଲ୍ଲା, ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

27/11/2021 at 5:56 PM

ଜୟପୁର ୨୭୧୧: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଯୋଡିହେଲା କୋରାପୁଟ ଜିଲ୍ଲା । ଜିଲ୍ଲା ସଦର ମହକୁମା ସମେତ ସମସ୍ତ ବ୍ଲକ ଓ ପୌରାଞ୍ଚଳରେ ୧୨ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ପ୍ରଦାନ କରିବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ୮୬୬ କୋଟି ଟଙ୍କାରୁ ଉର୍ଦ୍ଧ୍ବ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଭିଡିଓ କଂଫେରେନ୍ସିଂ ମାଧ୍ୟମରେ ସମ୍ପାଦନ କରିଥିବା ବେଳେ ୫ ଜଣ ମନ୍ତ୍ରୀ ଓ ୧୪ ଜଣ ରାଜ୍ୟ ନିଗମ ଅଧ୍ୟକ୍ଷ ଜିଲ୍ଲାର ବିଭିନ୍ନ ମଂଚଗୁଡିକରେ ଉପସ୍ଥିତି ରହି ଜନସାଧାରଣଙ୍କୁ ସ୍ବାସ୍ଥ୍ୟ କାର୍ଡ ଓ ଉଦ୍ଘାଟିତ ହେଉଥିବା ବିଭିନ୍ନ  ପ୍ରକଳ୍ପ ସମ୍ପର୍କରେ ଲୋକଙ୍କୁ ଅବଗତ କରାଇଥିଲେ ।  

   Related Posts