Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||
  • ନିଆଳି : ଭାରସାମ୍ୟ ହରାଇ ନାଳକୁ ଖସିପଡିଲା ଟ୍ରକ୍ : ଜଣେ ମୃତ, ଦୁଇ ଗୁରୁତର
  • ||
  • ମୁନିଗୁଡା : ଅପରେସନ୍ ଗ୍ରୀନ୍ କ୍ଲିନ୍, ୫ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଢେଙ୍କାନାଳ : ଚାଷୀଙ୍କୁ କଚାଡି ମାରିଲା ଦନ୍ତା, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ଅବରୋଧ
  • ||
  • ହରିୟାଣାର ସ୍ୱାସ୍ଥ୍ୟ ମନ୍ତ୍ରୀ କୋରୋନା ପଜିଟିଭ୍‌ ଚିହ୍ନଟ, ‘କୋଭାକ୍ସିନ୍‌’ର ପରୀକ୍ଷାମୂଳକ ଟିକା ନେଇଥିଲେ ଅନିଲ ଭିଜ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ମୁଖ୍ୟମନ୍ତ୍ରୀଙ୍କ ଜଗତସିଂହପୁର ଗସ୍ତ : ଦଳୀୟ କର୍ମୀଙ୍କ ପାଇଁ ପ୍ରଚାର କରିବେ ନବୀନ

22/04/2019 at 9:02 AM

ଭୁବନେଶ୍ୱର ୨୨/୪ : ଆସନ୍ତା ୨୯ ତାରିଖରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାଥୀଙ୍କ ପାଇଁ ପ୍ରଚାର କରିବେ । କଟକ ନିଆଳି ବିଧାନସଭା ନିର୍ବାଚନ ମଣ୍ଡଳୀରେ ପହଞ୍ଚି ନିର୍ବାଚନୀ ସଭା କରିବେ । ଏହା ପରେ ଜଗତସିଂହପୁର ଜିଲ୍ଲା ବାଲିକୁଦା ଏରସମା ଠାରେ ଜନ ସାଧାରଣଙ୍କୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ପାରାଦୀପ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ । ଏହାପରେ ତିର୍ତ୍ତୋଲ ବିଧାନସଭା ନିର୍ବାଚନମଣ୍ଡଳି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ । ସେଠି କାର୍ଯ୍ୟକ୍ରମ ସାରି ମୁଖ୍ୟମନ୍ତ୍ରୀ ଜଗତସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରଚାର କରିବେ । ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଯାଜପୁର ଜିଲ୍ଲା ବରୀ ନିର୍ବାଚନମଣ୍ଡଳୀ ପାଇଁ ପ୍ରଚାର କରିବେ । ଶେଷରେ ମୁଖ୍ୟମନ୍ତ୍ରୀ ବରୀ ଠାରେ ଏକ ରୋଡ ସୋ କରିବେ । ଏହି ରୋଡ ସୋ କୁଆଖିଆ, ଜାର୍କା ଚଣ୍ଡିଖୋଲ, ଛତିଆ ଦେଇ ଭୁବନେଶ୍ବର ଫେରିବ ।

   Related Posts