Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ଭିଡିଓ କନଫରେନସିଂ ଜରିଆରେ ପଥ ପାର୍ଶ୍ବ ସୁବିଧା କେନ୍ଦ୍ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

31/07/2018 at 10:55 AM

ନବ ନିର୍ମିତ ପଥ ପାର୍ଶ୍ୱ ସୁବିଧା କେନ୍ଦ୍ର ଉଦଘାଟିତ | ମୁଖ୍ୟମନ୍ତ୍ରୀ ସଚିବାଳୟରେ ଜଣ ସାଧାରଣଙ୍କ ଉଦ୍ଦେଶ୍ୟରେ ଏହାକୁ ଲୋକାର୍ପିତ କରିଛନ୍ତି | ପର୍ଯ୍ୟଟକ ଓ ଯାତ୍ରୀଙ୍କ ପାଇଁ ୩୪ଟି ପଥ ପ୍ରାନ୍ତ ସୁବିଧା କେନ୍ଦ୍ର ଉଦଘାଟିତ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେସିଂ ଜରିଆରେ ୫ଟି ସୁବିଧା କେନ୍ଦ୍ର ଉଦ୍ଘାଟନ କରିଛନ୍ତି | ଅନ୍ୟ ସ୍ଥାନଗୁଡିକୁ ମନ୍ତ୍ରୀ, ସ୍ଥାନୀୟ ସାଂସଦ ଏବଂ ବିଧାୟକମାନେ ଉଦଘାଟନ କରିଛନ୍ତି | ଯାତ୍ରୀଙ୍କ ସୁବିଧାକୁ ଆଖି ଆଗରେ ରଖି ଏହି କେନ୍ଦ୍ରଗୁଡିକର ବିକାଶ କରାଯାଉଛି | ଏହି କେନ୍ଦ୍ର ଗୁଡିକ ଭିନ୍ନକ୍ଷମ ଯାତ୍ରୀ, ମହିଳା ଓ ପର୍ଯ୍ୟଟକଙ୍କ ପାଇଁ ବହୁ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି | ଆଗାମୀ ଦିନରେ ରାଜ୍ୟର ସମସ୍ତ ପର୍ଯ୍ୟଟନ କେନ୍ଦ୍ର ଓ ଗୁରୁତ୍ୱପୂର୍ଣ ସ୍ଥାନରେ ଏଭଳି କେନ୍ଦ୍ର ବିକାଶ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ | ଏହି କେନ୍ଦ୍ରର ରକ୍ଷଣା ବେକ୍ଷଣ କରିବ ପୂର୍ତ୍ତ ବିଭାଗ | ରାଜ୍ୟ ରାଜପଥ ଓ ଜାତୀୟ ରାଜପଥ କଡରେ ୫୦ ସୁବିଧା କେନ୍ଦ୍ର ଖୋଲାଯିବ |ଯାତ୍ରୀଙ୍କୁ ମିଳିବ ପାର୍କିଂ, ଶୌଚାଳୟ ସହ ଜଳଖିଆର ସୁବିଧା |

   Related Posts