Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ବିଜେଡିର ମିଶନ ଉତ୍ତର ଓଡିଶା : ରାଇରଙ୍ଗପୁରରେ ୪୫ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ କରିଛନ୍ତି ନବୀନ

3/02/2019 at 3:47 PM

ରାଇରଙ୍ଗପୁର ୩/୨ : ନବୀନଙ୍କ ମିଶନ ଉତ୍ତର ଓଡିଶା | ରାଇରଙ୍ଗପୁର ମିଶନ ଶକ୍ତି ସମାବେଶରେ ଯୋଗ ଦେଇ ରାଇରଙ୍ଗପୁରବାସୀଙ୍କୁ ୩ଟି ବଡ ଉପହାର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ |

ନୂଆ ହସ୍ପିଟାଲ, ଷ୍ଟାଡିୟମ ଏବଂ ଅତିରିକ୍ତ ଜିଲ୍ଲାପାଳ ନିଯୁକ୍ତି ନେଇ ଘୋଷଣା କରିଛନ୍ତି ନବୀନ | ମିଶନ ଶକ୍ତି ସମାବେଶରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ୪୫ କୋଟି ଟଙ୍କା ମୂଲ୍ୟର ୨୧ ଟି ଉନ୍ନୟନ ମୂଳକ ପ୍ରକଳ୍ପ ଉଦଘାଟନ କରିଛନ୍ତି | ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ମିଶନ ଶକ୍ତି ଯୋଜନାରେ ୧୬ କୋଟି ଟଙ୍କାର ବିଭିନ୍ନ ସହାୟତା ପ୍ରଦାନ କରିଛନ୍ତି |

ଏଥିସହ ପିପିପି ମୋଟରେ ରାଇରଙ୍ଗପୁର ଡାକ୍ତରଖାନାକୁ ୧୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା କରିବାକୁ ଘୋଷଣା କରିଛନ୍ତି ନବୀନ |
ରାଇରଙ୍ଗପୁରରେ କ୍ରୀଡାର ବିକାଶ ପାଇଁ ଷ୍ଟାଡିୟମ ନିର୍ମାଣ କରାଯିବ ବୋଲି କହିଥିଲେ ନବୀନ |

   Related Posts