Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଜେଟ୍ ଅଧିବେଶନ: ଜାନୁଆରୀ ୩୧ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, ଫେବୃଆରୀ ୧ରେ ଉପସ୍ଥାପନ ହେବ ବଜେଟ୍
  • ||
  • IPL 2022: ନିଜ ଟିମ୍‌ର ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି, ରଖିଲା ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

କାଲିମେଳାରେ ନିର୍ବାଚନୀ ସଭାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କହିଲେ ‘ମୁଁ ଆପଣଙ୍କ ସହ ଅଛି ଓ ରହିବି’

5/04/2019 at 12:34 PM

କାଲିମେଳା ୫|୪ : ମାଲକାନଗିରି କାଲିମେଳାରେ ନିର୍ବାଚନୀ ସଭାରେ ଯୋଗଦେଇ କେନ୍ଦ୍ରକୁ ଟାର୍ଗେଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଶାକୁ ଅଣଦେଖା ନେଇ କେନ୍ଦ୍ର ଉପରେ ବର୍ଷିଛନ୍ତି ନବୀନ ।

ବିରୋଧୀ ଦଳର ନେତାମାନେ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ଓଡିଶାରେ ବନ୍ୟା, ବାତ୍ୟା ବେଳେ ବିରୋଧୀଙ୍କର ଦେଖା ନଥିଲା ବୋଲି ନବୀନ କହିଛନ୍ତି । ମୁଁ ଆପଣଙ୍କ ସହ ଅଛି ଓ ରହିବି ବୋଲି ନବୀନ ପଟ୍ଟନାୟକ କହିଛନ୍ତି । କେବିକେ ଯୋଜନା ବନ୍ଦ ନେଇ ଅଭିଯୋଗ ଆଣିଛନ୍ତି ନବୀନ ।

   Related Posts