Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ତୃତୀୟ ପର୍ଯ୍ୟାୟ ଭୋଟିଂ : ମୁଖ୍ୟମନ୍ତ୍ରୀଙ୍କ ସହ ମତଦାନ କଲେ ବହୁ ହେବିଓ୍ବେଟ୍

23/04/2019 at 1:23 PM

ଭୁବନେଶ୍ବର ୨୩|୪: ଦେଶରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ମତଦାନ ଜାରି ରହିଛି । ବହୁ ହେବିଓ୍ବେଟ୍ ନେତାମାନେ ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ୍‌ ଦେଇଥିବାର ଦୃଶ୍ୟ ଦେଖିବାକୁ ମିଳିଛି।

ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ମତ ସାବ୍ୟସ୍ତ କରିଛନ୍ତି ।

ତାଳଚେରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ।

ଭୁବନେଶ୍ବର ଲୋକସଭା ଆସନର ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ମତଦାନ ସାବ୍ୟସ୍ତ କରିଛନ୍ତି ।

ସମ୍ବଲପୁର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ତଥା ବିଧାୟିକା ରାସେଶ୍ବରୀ ପାଣିଗ୍ରାହୀ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ।

ପିସିସି ସଭାପତି ତଥା ଘଷିପୁରା ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ମତଦାନ ସାବ୍ୟସ୍ତ କରିଛନ୍ତି ।

ବ୍ରହ୍ମଗିରି ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ।

କାମାକ୍ଷାନଗର ବିଧାନସଭା ଆସନରେ ବିଜେଡିରୁ ପ୍ରାର୍ଥୀ ହୋଇଥିବା ପ୍ରଫୁଲ୍ଲ ମଲ୍ଲିକ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ।

ଆଠଗଡ ବିଧାନସଭା ଆସନରେ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଉମାବଲ୍ଲଭ ରଥ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ।

ତାଳଚେର ବିଧାନସଭା ଆସନରେ ବିଜେପିରୁ ପ୍ରାର୍ଥୀ ହୋଇଥିବା କାଳନ୍ଦୀ ସାମଲଙ୍କ ମତଦାନ ।

ଢେଙ୍କାନାଳ ବିଧାନସଭା ଆସନରେ ବିଜେଡିରୁ ପ୍ରାର୍ଥୀ ହୋଇଥିବା ସୁଧୀର କୁମାର ସାମଲ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ।

   Related Posts