ତୃତୀୟ ପର୍ଯ୍ୟାୟ ଭୋଟିଂ : ମୁଖ୍ୟମନ୍ତ୍ରୀଙ୍କ ସହ ମତଦାନ କଲେ ବହୁ ହେବିଓ୍ବେଟ୍

Published By : Prameya-News7 Bureau | April 23, 2019 IST

ଭୁବନେଶ୍ବର ୨୩|୪: ଦେଶରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ମତଦାନ ଜାରି ରହିଛି । ବହୁ ହେବିଓ୍ବେଟ୍ ନେତାମାନେ ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ୍‌ ଦେଇଥିବାର ଦୃଶ୍ୟ ଦେଖିବାକୁ ମିଳିଛି।

ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ମତ ସାବ୍ୟସ୍ତ କରିଛନ୍ତି ।

{"id":106308}

ତାଳଚେରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ।

{"id":106310}

ଭୁବନେଶ୍ବର ଲୋକସଭା ଆସନର ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ମତଦାନ ସାବ୍ୟସ୍ତ କରିଛନ୍ତି ।

{"id":106312}

ସମ୍ବଲପୁର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ତଥା ବିଧାୟିକା ରାସେଶ୍ବରୀ ପାଣିଗ୍ରାହୀ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ।

{"id":106313}

ପିସିସି ସଭାପତି ତଥା ଘଷିପୁରା ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ମତଦାନ ସାବ୍ୟସ୍ତ କରିଛନ୍ତି ।

{"id":106315}

ବ୍ରହ୍ମଗିରି ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ।

{"id":106316}

କାମାକ୍ଷାନଗର ବିଧାନସଭା ଆସନରେ ବିଜେଡିରୁ ପ୍ରାର୍ଥୀ ହୋଇଥିବା ପ୍ରଫୁଲ୍ଲ ମଲ୍ଲିକ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ।

{"id":106317}

ଆଠଗଡ ବିଧାନସଭା ଆସନରେ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଉମାବଲ୍ଲଭ ରଥ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ।

{"id":106318}

ତାଳଚେର ବିଧାନସଭା ଆସନରେ ବିଜେପିରୁ ପ୍ରାର୍ଥୀ ହୋଇଥିବା କାଳନ୍ଦୀ ସାମଲଙ୍କ ମତଦାନ ।

{"id":106319}

ଢେଙ୍କାନାଳ ବିଧାନସଭା ଆସନରେ ବିଜେଡିରୁ ପ୍ରାର୍ଥୀ ହୋଇଥିବା ସୁଧୀର କୁମାର ସାମଲ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.