ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟମାନେ

Published By : Prameya-News7 Bureau | April 20, 2019 IST

ଭୁବନେଶ୍ବର ୨୦|୪: ବେଦ ପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ପରି ଜଣେ ବ୍ୟକ୍ତିଙ୍କୁ ହରାଇବା ମୋ ପାଇଁ ଓ ଦଳ ପାଇଁ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ।

wp:core-embed/twitter {"url":"https://twitter.com/Naveen_Odisha/status/1119480681963245569","type":"rich","providerNameSlug":"twitter","className":""}
https://twitter.com/Naveen_Odisha/status/1119480681963245569
/wp:core-embed/twitter wp:core-embed/twitter {"url":"https://twitter.com/Naveen_Odisha/status/1119487604490039298","type":"rich","providerNameSlug":"twitter","className":""}
https://twitter.com/Naveen_Odisha/status/1119487604490039298
/wp:core-embed/twitter

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟୁଇଟ କରି ଶୋକସନ୍ତପ ପରିବାରକୁ ସାନ୍ତ୍ବନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

wp:core-embed/twitter {"url":"https://twitter.com/dpradhanbjp/status/1119473543345926144","type":"rich","providerNameSlug":"twitter","className":""}
https://twitter.com/dpradhanbjp/status/1119473543345926144
/wp:core-embed/twitter

ବିଜେପି ରାଜ୍ୟ ପ୍ରଭାରୀ ଅରୁଣ ସିଂହ ମଧ୍ୟ ତାଙ୍କୁ ଜଣେ ଭଲ ମଣିଷ ବୋଲି ବର୍ଣ୍ଣନା କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ବୈଜୟନ୍ତ ପଣ୍ଡା ମଧ୍ୟ ଶୋକ ପ୍ରକାଶ କରିଛନ୍ତି ।

ବେଦପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳ ଓ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.