Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||
  • ନୂଆଦିଲ୍ଲୀ : ସନ୍ଦୀପ କଟାରିଆ ହେଲେ ବାଟା ଗ୍ଲୋବାଲର ସିଇଓ, ପ୍ରଥମ ଭାରତୀୟ ଭାବେ ମିଳିଲା ଦାୟିତ୍ୱ
  • ||
  • ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଉଡିଲା ଟାଟା ସୁମୋ, ୨ ଗୁରୁତର
  • ||

ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟମାନେ

20/04/2019 at 11:58 AM

ଭୁବନେଶ୍ବର ୨୦|୪: ବେଦ ପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ପରି ଜଣେ ବ୍ୟକ୍ତିଙ୍କୁ ହରାଇବା ମୋ ପାଇଁ ଓ ଦଳ ପାଇଁ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟୁଇଟ କରି ଶୋକସନ୍ତପ ପରିବାରକୁ ସାନ୍ତ୍ବନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

ବିଜେପି ରାଜ୍ୟ ପ୍ରଭାରୀ ଅରୁଣ ସିଂହ ମଧ୍ୟ ତାଙ୍କୁ ଜଣେ ଭଲ ମଣିଷ ବୋଲି ବର୍ଣ୍ଣନା କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ବୈଜୟନ୍ତ ପଣ୍ଡା ମଧ୍ୟ ଶୋକ ପ୍ରକାଶ କରିଛନ୍ତି ।

ବେଦପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳ ଓ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ।

   Related Posts