Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ନଖରା ସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ନିକଟ‌ରେ ଅଗ୍ନିକାଣ୍ଡ
  • ||
  • ରାଉରକେଲା : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଦୁଇ ଜଣଙ୍କ ମୃତ୍ୟୁ
  • ||
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||

ପିପିଲିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଭେଟି, ଘୋଷଣା କଲେ ୬୭.୬୮ କୋଟି ଟଙ୍କାର ପ୍ୟାକେଜ୍

23/02/2021 at 1:21 PM

ଭୁବନେଶ୍ବର ୨୩।୨: ପିପିଲି ଓ ଡେଲାଙ୍ଗ ପାଇଁ ୬୭.୬୮ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂ ଜରିଆରେ ପିପିଲି ଓ ଡେଲାଙ୍ଗ ଲୋକଙ୍କ ସହ ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ସେମାନଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହେବା ସହ ସେମାନଙ୍କ ସୁଖଦୁଃଖ ପଚାରି ବୁଝିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗରିବ ଲୋକଙ୍କ ମୁହଁର ହସ ମୋତେ ସବୁଠୁ ବେଶୀ ସନ୍ତୋଷ ଦିଏ । ଲକ୍‌ଡାଉନରେ କରୋନାକୁ ନଡରି ଚାଷୀ ଭାଇମାନେ ଚାଷ କରୁଥିଲେ । ସେମାନଙ୍କ ପରିଶ୍ରମ ଦେଶର ଅର୍ଥନୀତିକୁ ବଞ୍ଚାଇ ରଖିଛି ବୋଲି ନବୀନ କହିଛନ୍ତି । ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କ ଅବଦାନକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି । କରୋନାର ଭୟ ଏବେ ବି ରହିଥିବା ନେଇ ସତର୍କ କରିଛନ୍ତି ମୁଖ୍ୟମନ୍ତ୍ରୀ । କରୋନା ନିୟମ ମାନି ଚଳିବାକୁ ଲୋକଙ୍କୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି ।

   Related Posts