Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||
  • ଶୀତ ଖେଳୁଛି ଲୁଚକାଳି : ଆଜି ବଢିବ ଥଣ୍ଡା, କିନ୍ତୁ କାଲି କମିଯିବ
  • ||
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||

କନ୍ଧମାଳ ଚାଷୀ ସମାବେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ; କାଳିଆ ହିତାଧିକାରୀଙ୍କୁ ପ୍ରଦାନ କଲେ ସହାୟତା

9/03/2019 at 3:31 PM

କ.ନୂଆଗାଁ ୯|୩ : କନ୍ଧମାଳ ଚାଷୀ ସମାବେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଘୋଷଣା । କ.ନୂଆଗାଁ ବ୍ଲକର ମାହାସିଙ୍ଗ ପଂଚାୟତରେ ଆୟୋଜିତ ଚାଷୀ ସମାବେଶରେ ଯୋଗ ଦେଇ କାଳିଆ ହିତାଧିକାରୀଙ୍କୁ ସହାୟତା ପ୍ରଦାନ କରିଛନ୍ତି ନବୀନ ।

କନ୍ଧମାଳ କାଳିଆ ମହାସମାବେଶରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଗରିବ ଚାଷୀ ଓ ଗରିବ ଲୋକଙ୍କୁ ସହ ମୁଁ ଅଛି’ । ‘କନ୍ଧମାଳ ଜିଲ୍ଲାର ଉନ୍ନତି ପାଇଁ ସରକାର ସଂକଳ୍ପବଦ୍ଧ’ । ଭୂମିହୀନ ଓ ଗରିବ ଚାଷୀଙ୍କୁ କାଳିଆ ସହାୟତା ମିଳୁଥିବା ନବୀନ କହିଛନ୍ତି ।

   Related Posts