Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅନ୍ୟ ରାଜ୍ୟକୁ ବସ ସେବା ବନ୍ଦ, ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ସରକାରୀ ଅଫିସ, କୋଚିଂ ସେଣ୍ଟରରେ ଅଫ୍‌ଲାଇନ୍‌ କ୍ଲାସ୍‌ ମନା । ବିବାହ ପାଇଁ ସର୍ବାଧିକ ୫୦ ଜଣ ଏବଂ ଅନ୍ତିମ ସଂସ୍କାର ପାଇଁ ଅତିବେଶୀରେ ୨୦ ଜଣଙ୍କୁ ଅନୁମତି
  • ||
  • ବାକି ୨୦ ଜିଲ୍ଲାର ସହରାଞ୍ଚଳରେ କାଲିଠୁ ନାଇଟ୍‌ କର୍ଫ୍ୟୁ
  • ||
  • ଛତିଶଗଡ଼ ସୀମାନ୍ତ ୧୦ ଜିଲ୍ଲାର ସହରାଞ୍ଚଳରେ ବଦଳିଲା ନାଇଟ୍‌ କର୍ଫ୍ୟୁ ସମୟ
  • ||
  • ରାଜ୍ୟରେ ଫେରିଲା କୋଭିଡ୍‌ କଟକଣା
  • ||
  • ୨୧ ଆଇଏଏସ୍‌ଙ୍କୁ କୋଭିଡ୍‌ ପର୍ଯ୍ୟବେକ୍ଷଣ ଦାୟିତ୍ୱ
  • ||
  • ୨୧ ଆଇଏଏସ୍‌ଙ୍କୁ କୋଭିଡ ପର୍ଯ୍ୟବେକ୍ଷକ ଦାୟିତ୍ବ
  • ||
  • ଭଦ୍ରକ : ବୈତରଣୀ ନଦୀରେ ବୁଡି ଭାଇ-ଭଉଣୀଙ୍କ ସଲୀଳ ସମାଧି, ପିଉସୀଙ୍କ ଘରୁ ଫେରିବା ବେଳେ ଅଘଟଣ
  • ||
  • ମାଲକାନଗିରି : ମାନିଲେନି କୋଭିଡ୍ ନିୟମ, ସିଲ୍ ହେଲା ଦୋକାନ
  • ||
  • ଧର୍ମଗଡ : ଧର୍ମଗଡ ବଣିକ ସଂଘର ବଡ ନିଷ୍ପତ୍ତି, ଶନିବାର ଓ ରବିବାର ସଂପୂର୍ଣ୍ଣ ବନ୍ଦ ରହିବ ସହର
  • ||
  • କଟକ : ସ୍ବରେଜ ମ୍ୟାନ୍‌ହୋଲ୍‌ରେ ଶ୍ବାସରୁଦ୍ଧ ହୋଇ ୨ ଜଣଙ୍କ ମୃତ୍ୟୁ, ଜଣେ ଗୁରୁତର
  • ||

ଭୁବନେଶ୍ବରରେ ବିଜେଡିର ଜନସମ୍ପର୍କ ପଦଯାତ୍ରା, ସାମିଲ ହେଲେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ

30/10/2019 at 12:59 PM

ଭୁବନେଶ୍ବର ୩୦।୧୦: ଭୁବନେଶ୍ବର ମଧ୍ୟ ନିର୍ବାଚନ ମଣ୍ଡଳିରେ ବିଜେଡି ଜନସମ୍ପର୍କ ପଦଯାତ୍ରା । ପଦଯାତ୍ରାରେ ସାମିଲ ହୋଇଛନ୍ତି ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନଙ୍କ ସହ ବହୁ ନେତା ଓ କର୍ମୀ ପଦଯାତ୍ରାରେ ସାମିଲ ହୋଇଛନ୍ତି ।

ଅକ୍ଟୋବର ୨ ଗାନ୍ଧି ଜୟନ୍ତୀରୁ ଆରମ୍ଭ ହୋଇଥିବା ଏହି ପଦଯାତ୍ରା ମାଧ୍ୟମରେ ବିଜେଡି ସରକାରଙ୍କ କାର୍ଯ୍ୟକ୍ରମ ଲୋକଙ୍କ ପାଖରେ ପହଞ୍ଚାଉଛି । ଏହା ସହ ଦଳ ସହିତ କିଭଳି ସବୁ ବର୍ଗର ଲୋକ ଯୋଡି ହେବେ ସେ ନେଇ ମଧ୍ୟ କାର୍ଯ୍ୟକ୍ରମ କରାଯାଉଛି ।

ଯେହେତୁ ଏଥର ବିଜେଡି ଦଳର ସଭ୍ୟ ସଂଖ୍ୟା ୭୦ ଲକ୍ଷରୁ ଅଧିକ କରିବାକୁ ଟାର୍ଗେଟ୍ ରଖିଛି, ସେଥିପାଇଁ ଏଥର ପଦଯାତ୍ରାକୁ ବହୁତ ଗୁରୁତର ସହ ନେଇଛି ଦଳ ।

   Related Posts