Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ମରାଥନ୍ ପ୍ରଚାର

19/04/2019 at 9:02 AM

ଭୁବନେଶ୍ବର ୧୯|୪: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ତୋଫାନି ପ୍ରଚାର କାର୍ଯ୍ୟକ୍ରମ । ଆଜି ମୁଖ୍ୟମନ୍ତ୍ରୀ ରଣପୁର, ବାଣପୁର ଓ ଚିଲିକାରେ ନିର୍ବାଚନୀ ସଭାରେ ଯୋଗଦେବା ସହିତ ସାଧାରଣ ଜନତାଙ୍କୁ ଉଦବୋଧନ ଦେବେ । ଏଥିସହିତ ସାତପଡା ଓ ପୁରୀରେ ମୁଖ୍ୟମନ୍ତ୍ରୀ ରୋଡ ସୋ କରିବାର କାର୍ଯ୍ୟକ୍ରମ ରହିଛି। । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସ୍ଥାନୀୟ ବିଜେଡି ନେତା ଓ କର୍ମୀ ବେଶ୍ ଉତ୍ସାହିତ।

   Related Posts