Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||
  • ନୂଆଦିଲ୍ଲୀ : ସନ୍ଦୀପ କଟାରିଆ ହେଲେ ବାଟା ଗ୍ଲୋବାଲର ସିଇଓ, ପ୍ରଥମ ଭାରତୀୟ ଭାବେ ମିଳିଲା ଦାୟିତ୍ୱ
  • ||
  • ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଉଡିଲା ଟାଟା ସୁମୋ, ୨ ଗୁରୁତର
  • ||

ଆଜି କେନ୍ଦୁଝର ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନୀ ପ୍ରଚାର

17/04/2019 at 10:12 AM

କେନ୍ଦୁଝର ୧୭।୪: ଆଜି କେନ୍ଦୁଝର ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନୀ ପ୍ରଚାର । ସକାଳ ୧୦ଟା ୫୫ରେ ପାଟଣା ନିର୍ବାଚନ ମଣ୍ଡଳୀର ସାହାରପଡା ହାଇସ୍କୁଲ ପଡିଆ ହେଲିପ୍ୟାଡରେ ଓହ୍ଲାଇବେ ନବୀନ । ଏହାପରେ ନିର୍ବାଚନୀ ସଭାରେ ଯୋଗଦେଇ ସାଧାରଣ ଲୋକଙ୍କୁ ଉଦବୋଧନ ଦେବେ । ପାଟଣା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକଙ୍କ ପାଇଁ ପ୍ରଚାର କରିବେ ନବୀନ । କାର୍ଯ୍ୟକ୍ରମରେ ହଜାର ହଜାର ଲୋକଙ୍କ ସମାଗମ ହେବ । ଏଥିପାଇଁ ଘଟଗାଁ ଏସଡିପିଓ ଓ ପାଟଣା ଥାନା ଅଧିକାରୀଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ସଭାସ୍ଥଳରେ ବ୍ୟାରିକେଡ୍ ବ୍ୟବସ୍ଥା କରାଯିବା ସହିତ ଟ୍ରାଫିକ୍ ବ୍ୟବସ୍ଥା କରାଯିବା ସହ ୪ ପ୍ଲାଟୁନ୍ ପୋଲିସ ଫୋର୍ସ ନିୟୋଜିତ ରହିବେ ବୋଲି ଘଟଗାଁ ଏସଡିପିଓ ରବୀନ୍ଦ୍ର ମଲ୍ଲିକ କହିଛନ୍ତି ।

   Related Posts